ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍ଡାଉନ୍ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍ଟିଏ) ଅନୁମତି ଦେଇଛି। ଆସନ୍ତା ୨୧ ତାରିଖ ସକାଳ ୧୧ଟା ପରଠାରୁ ଏଥିପାଇଁ ସ୍ଲଟ୍ ବୁକିଂ ଓ ୨୨ରୁ ଟେଷ୍ଟ ଆରମ୍ଭ କରାଯିବ। ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ଯାଏ ସ୍ଲଟ୍ ବୁକିଂ ହେବ। ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିଥିବା ଆବେଦନକାରୀ ହିଁ କେବଳ ଟେଷ୍ଟ୍ ପାଇଁ ସ୍ଲଟ୍ ବୁକିଂ କରିପାରିବେ। ଏଥିସହିତ ଡିଏଲ୍ ନବୀକରଣ ପାଇଁ ମଧ୍ୟ ଅନୁମତି ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.