E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
10:24 amJune 9, 2021

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ ବାବୁଙ୍କ ଅଭାବ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଛି। ଫଳରେ ଅଫିସ କାମ ଅଚଳର ହେବାରେ ଲାଗିଛି। ଉଚ୍ଚ ଅଧିକାରୀଙ୍କ ଅଭାବ ପୂରଣ କରିବା ଲାଗି କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ସରକାରଙ୍କ ସହାୟତା ଲୋଡାଯାଇଛି। କାର୍ମିକ ମନ୍ତ୍ରଣାଳୟ ଚିଠି ଲେଖି ଉପସଚିବ, ନିର୍ଦ୍ଦେଶକ ଏବଂ ସଂୟୁକ୍ତ ସଚିବ ସ୍ତରୀୟ ଅଧିକାରୀଙ୍କୁ ଡେପୁଟେଶନ (ପ୍ରତିନିଯୁକ୍ତି)ରେ କେନ୍ଦ୍ରକୁ ପଠାଇବା ଲାଗି ଅନୁରୋଧ କରାଯାଇଛି। କେନ୍ଦ୍ରୀୟ କର୍ମଚାରୀ ଯୋଜନା (ସିଏସ୍‌ଏସ୍‌)ରେ ପୂର୍ଣ୍ଣକାଳ ନିଯୁକ୍ତ ରହିବାର ସମ୍ଭାବନା ଥିବା ଅଧିକାରୀଙ୍କ ନାମ ତାଲିକା ପଠାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ ୨୦୨୦ ଡିସେମ୍ବରରେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସତର୍କତା ଅଧିକାରୀ (ସିବିଓ) ଏବଂ ସିପିଏସ୍‌ଇ ପଦବୀ ଲାଗି ନାମ ତାଲିକା ରାଜ୍ୟ ସରକାରଙ୍କଠାରୁ ଲୋଡାଯାଇଥିଲା। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ପଠାଯାଇଥିବା ତାଲିକା ଖୁବ୍‌ କମ୍‌ ବୋଲି କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ...

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ...

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରୋମାଞ୍ଚକର ହେବ ଫାଇନାଲ୍‌: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍‌ ସମ୍ପର୍କ
Next Post Next post:
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍‌ କ୍ୟାରିୟର୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts