E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’
6:03 pmJune 6, 2021

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି। କିନ୍ତୁ ପୂର୍ବତନ ଅଧିନାୟକ ଦୀଲିପ ଭେଙ୍ଗସରକରଙ୍କ ଅନୁସାରେ ମ୍ୟାଚ୍‌ ପ୍ରାକ୍ଟିସ ଅଭାବ ଭାରତୀୟ ଅଧିନାୟକଙ୍କୁ ବାଧିପାରେ।

ଆସନ୍ତା ୧୮ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଗତ ଗୁରୁବାର କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସାଉଥାମ୍ପଟନରେ ପହଞ୍ଚିଛି। ଭାରତୀୟ ଖେଳାଳିମାନେ ୩ ଦିନିଆ ହାର୍ଡ କ୍ୱାରେଣ୍ଟିନରେ ଥିବାବେଳେ ଘରୋଇ ଇଂଲଣ୍ଡ ସହ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ବ୍ୟସ୍ତ ଅଛି ନ୍ୟୁଜିଲାଣ୍ଡ।

ଭାରତ ପାଇଁ ୧୧୬ ଟେଷ୍ଟ ଖେଳିଥିବା ଭେଙ୍ଗସରକର କହିଛନ୍ତି, କୋହଲି ଓ ରୋହିତ ଶର୍ମା ବିଶ୍ୱ ସ୍ତରୀୟ ଖେଳାଳି। ସେମାନେ ବର୍ତ୍ତମାନ ଭଲ ଫର୍ମରେ ଅଛନ୍ତି। ପ୍ରଦର୍ଶନ ବଳରେ ଦୁହେଁ ଅନେକ ମ୍ୟାଚ୍‌ ଭାରତକୁ ଜିତାଇଛନ୍ତି। କିନ୍ତୁ ମୋ ମତରେ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସ ଅଭାବ ସେମାନଙ୍କ ପ୍ରଦର୍ଶନକୁ ପ୍ରଭାବିତ କରିପାରେ। ଭାରତ ଏକ ଶକ୍ତିଶାଳୀ ଦଳ। ଆଉ ଭଲ ଫର୍ମରେ ମଧ୍ୟ ଅଛି। କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ମୂଳକ କ୍ରିକେଟ ଖେଳୁଥିବାରୁ ପ୍ରତିପକ୍ଷ ନ୍ୟୁଜିଲାଣ୍ଡ ଟିକେ ଫାଇଦାରେ ରହିବ। ମୋ ମତରେ ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ଭାରତ ମଧ୍ୟ ଦୁଇରୁ ୩ଟି ମ୍ୟାଚ୍‌ ଦରକାର ଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ...

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ।...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍‌!

ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫଟିପି)...

ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍‌ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ...

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ...

ସେହ୍ବାଗ ଲଞ୍ଚ୍‌ କଲେ କ୍ରିକେଟ କୋଚିଂ ଓ୍ବେବ୍‌ସାଇଟ୍‌ କ୍ରିକୁରୁ

ନୂଆଦିଲ୍ଲୀ,୧୦।୬(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ବୁଧବାର କ୍ରିକେଟ ସମ୍ପର୍କିତ ଶିକ୍ଷା ପାଇଁ ଦେଶରେ ପ୍ରଥମଥର ପାଇଁ ଲଞ୍ଚ୍‌ କରିଛନ୍ତି ନୂଆ ଓ୍ବେବ୍‌ସାଇଟ୍‌ ତଥା...

ସ୍ପେନ୍‌- ପୋଲାଣ୍ଡ ମ୍ୟାଚ୍‌ ଡ୍ର

ସେଭିଲ,୨୧।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ଶନିବାର ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚ୍‌ରେ ସ୍ପେନ୍‌ ଓ ପୋଲାଣ୍ଡ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୧-୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
Next Post Next post:
ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts