E-Paper
  • logo
  • Wednesday 28th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
12:11 pmJune 3, 2021

ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ ଟଙ୍କା ଠକିଛନ୍ତି ମଧ୍ୟ। ଯାହା ପରେ ତାଙ୍କୁ ମହଙ୍ଗା ପଡ଼ିଛି।

ଏହି ମାମଲା ଉନ୍ମୋଚନ ହେଲା ଯେତେବେଳେ ତାଙ୍କ ସ୍ବାମୀ ଲାଇଭ୍‌ ଷ୍ଟ୍ରିମିଂ ଆପ୍ଲିକେଶନରେ ଏକ ଭିଡିଓ ଦେଖୁଥିଲେ। ଯେଉଁଥିରେ ତାଙ୍କ ନବବିବାହିତା ସ୍ତ୍ରୀ ଆଉ ଜଣଙ୍କୁ ବିବାହ କରୁଥିବା ଦେଖିବାକୁ ପାଇଥିଲେ।

ଅରଦ ଗାଁରେ ରହୁଥିବା ୩୫ ବର୍ଷୀୟ ଏହି ବ୍ୟକ୍ତି ଜଣକ ନିଜ ପରିବାର ସହିତ ମିଶି ଅନ୍ୟ ଜଣେ ବ୍ୟକ୍ତିଙ୍କ ପରିବାରକୁ ସୋସିଆଲ ମିଡିଆରେ ସର୍ଚ୍ଚ କରୁଥିଲେ। ହଠାତ୍‌ ତାଙ୍କ ସ୍ତ୍ରୀ ଆଉ କାହାକୁ ବାହା ହେଉଥିବା ଦେଖିବାକୁ ପାଇଥିଲେ। ଏହା ପରେ ସେ ପୋଲିସକୁ ଡାକିବାରୁ ଘଟଣା ସମ୍ପର୍କରେ ସତ୍ୟାସତ୍ୟ ଜଣାପଡ଼ିଥିଲା। ଏହି ଘଟଣାରେ ଆଉ ଜଣେ ମହିଳା ସଂପୃକ୍ତ ଥିବା ଜାଣିବାକୁ ମିଳିଥିଲା।

ପୋଲିସ ସୂଚନାନୁଯାୟୀ, ଏହି ମହିଳା ଗାଁସୁ ଜିଲାର। ଉଭୟଙ୍କ ଦେଖାସାକ୍ଷାତ ଏକ ମ୍ୟାଚମେକର ସାହାରାରେ ହୋଇଥିଲା। ମହିଳା ବିବାହ ପାଇଁ କିଛି ବାହାନା କରି ଘରଠାରୁ ବାହାରେ ରହୁଥିଲେ। ତେଣୁ ସ୍ବାମୀ କିଛି ଜାଣି ପାରୁ ନ ଥିଲେ। ଏହା ଭିତରେ ସେ ୧୯ ଜଣଙ୍କୁ ବାହା ହୋଇସାରିଥିଲେ।

କ୍ୟାଶ ଗିଫ୍ଟ ଏବଂ ଜୁଏଲାରୀ ପାଇଁ ଏହି ବ୍ୟକ୍ତିଙ୍କୁ ମହିଳା ୧ ଲକ୍ଷ ୪୮ ହଜାର ୟୁଆନ ଠକିଛନ୍ତି। ସେହିପରି ଦ୍ୱିତୀୟ ବ୍ୟକ୍ତିଙ୍କୁ ୧ ଲକ୍ଷ ୩୦ ହଜାର ୟୁଆନ ମଧ୍ୟ ଠକିଛନ୍ତି। ସମସ୍ତ ଘଟଣା ଜାଣିବା ପରେ ଏହି ମହିଳା ଏବଂ ତାଙ୍କର ୩ ସାଥୀଙ୍କୁ ପୋଲିସ ଗିରଫ କରିଛି।

ପୋଲିସ କହିଛି, ବିବାହ କରିବାର ୨ ମାସ ମଧ୍ୟରେ ମହିଳା ଜଣଙ୍କ ଶାଶୁଘରେ ମାତ୍ର ୧୦ ଦିନ ରହିଛନ୍ତି। ବାକି ସମୟ ସେ ତାଙ୍କ ବାପଘରେ ଏବଂ ସାଙ୍ଗସାଥୀଙ୍କ ସହ ରହୁଥିଲେ। ଏହି ସମୟରେ ସେ ସ୍ବାମୀଙ୍କୁ ଛାଡ଼ି ଅନ୍ୟ ଜଣଙ୍କୁ ବିବାହ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା

ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ...

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ଅମରପ୍ରେମରୁ କାବେରୀ

ଆଲୋ ସୁନ୍ଦରୀ ତୋର କଥାରେ, ମୁଁ ନାଚିବି ଭାଲୁ ସାଥିରେ…। ପୁଣି- ଆସିବ ବର ତୋର ହୋଇବ ବାହାଘର ତା’ପରେ….ଏମିତି ଏକାଧିକ ଚଳଚ୍ଚିତ୍ର ସଂଗୀତର ଲେଖକ...

ପ୍ରଥମ ରୋଜଗାର ଟଙ୍କା ମେସ୍‌ ଖର୍ଚ୍ଚ କରିଥିଲି

ପୁରୀ ଯକ୍ଷ୍ମା ଓ ସଂକ୍ରମିତ ରୋଗ ହସ୍‌ପିଟାଲର ଅବସରପ୍ରାପ୍ତ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଉମେଶ ଚନ୍ଦ୍ର ଚୌଧୁରୀ ତାଙ୍କର ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି-...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ବିବାହ ଉପରୁ ଭରସା ତୁଟି ଗଲାଣି’
Next Post Next post:
କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts