E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ
1:57 pmJune 2, 2021

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା ଦୀର୍ଘ ଦିନରୁ ୟୁକେର ଜଣେ ବ୍ୟବସାୟୀ ରାହୁଲ ସଚଦେବାଙ୍କ ପ୍ରେମରେ ପଡ଼ିଥିବା କୁହାଯାଉଥିଲା। ୨୦୧୪ରେ ସେମାନେ ନିର୍ବନ୍ଧ କରିଥିବା ବେଳେ ଏବେ ଉଭୟ ଅଲଗା ହୋଇଥିବା କହିଛନ୍ତି ଅଭିନେତ୍ରୀ।

ଏକ ସାକ୍ଷାତକାରରେ ଲୀନା କହିଛନ୍ତି, ମୁଁ ଏବଂ ରାହୁଲ ଏବେ ଏକାଠି ନାହୁଁ। ନିର୍ବନ୍ଧ ପରେ ବିବାହ କରିବାକୁ ଯୋଜନା କରିଥିଲୁ। ହେଲେ ଦୁର୍ଭାଗ୍ୟକୁ ଆମ ଭିତରେ ସବୁକିଛି ଠିକ୍‌ ଚାଲି ନ ଥିଲା। ଏବେ ସେ ଏକାକୀ ବେଶ୍‌ ଭଲରେ ଅଛନ୍ତି। କେଉଁଭଳି ସାଥୀ ଖୋଜୁଛନ୍ତି ପ୍ରଶ୍ନରେ ସେ କୁହନ୍ତି, ଶୀଘ୍ର ଏଥିନିମନ୍ତେ କିଛି କରିବାକୁ ଚାହେଁନା। ଡେଟିଂ ପାଇଁ ପ୍ରସ୍ତୁତ। ହେଲେ ସେହି ମଣିଷଟି ଯୋଗ୍ୟର ହେବା ଉଚିତ। ପରିବାରଲୋକେ ସେ ବିବାହ କରି ନିଅନ୍ତୁ ବୋଲି ଚାହୁଁଛନ୍ତି। ପରିସ୍ଥିତି ଏବଂ ସମୟ ଅନୁଯାୟୀ ସେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...

ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮...

ଏହି ଫିଲ୍ମର ଶେଟ୍‌ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍‌; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍‌; ଏବେ…

ବମ୍ବେ: ସବୁକିଛି ତ ଠିକ୍‌ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍‌ ମେହେରା ଗିରଫ...

ଆଖିବୁଜିଲେ ଏହି ଅଭିିନେତ୍ରୀ

ଅଭିନେତ୍ରୀ ତାର୍‌ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା...

ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା

ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର...

ବୋଲ୍ଡ ଶଟ୍‌ ପାଇଁ..

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୁଲେଟ୍‌ ଟ୍ରେନ୍‌ଠାରୁ ବି ତୀବ୍ର ବେଗରେ ଯିବ ଏହି ଯାନ
Next Post Next post:
ତଳକୁ ମୁହଁ କରି ଖାଉଥିଲା କୁକୁର: ପଛରୁ ଖୁମ୍ପିଲା କାଉ; ଆଉ ତା’ ପରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts