ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବିହାରରେ ଭାକ୍ସିନ୍ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା କରାଯାଇଛି। ଏନେଇ ବିଧାନସଭା ବାଚସ୍ପତି ବିଜୟ କୁମାର ସିହ୍ନା ନିର୍ଦ୍ଦେଶ ଦେଇଛନ୍ତି। ମୌସୁମୀ ଅଧିବେଶନ ପୂର୍ବରୁ ବିଧାୟକମାନେ ନିଜର ପରିବାର ସଦସ୍ୟଙ୍କ ସହିତ ଭାକ୍ସିନ୍ ନେବା ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଛନ୍ତି। କରୋନା ମହାମାରୀ ବିରୋଧରେ ଭାକ୍ସିନ୍ ଏକମାତ୍ର ସୁରକ୍ଷା କବଚ ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ବିଦ୍ୟୁତ୍ ବିଲ୍ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍କା
ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍ଙ୍କ ବିଦ୍ୟୁତ୍ ବିଲ୍ ୩୬ ଲକ୍ଷ ଟଙ୍କାରୁ...
୨୦୨୨ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଅଣ୍ଟାଭିଡ଼ା: ପରାଜୟରୁ ଶିକ୍ଷା ଲାଭ କରିବାକୁ କହିଲେ ମୋଦି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଭାଜପା ପକ୍ଷରୁ ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁଥିବା ବିଧାନସଭା...
ମୋଦିଙ୍କୁ ମମତାଙ୍କ ଚିଠି
କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...
ସାର୍ବଜନୀନ ହେବ ଯୁଦ୍ଧ ଇତିହାସ
ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ...
ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…
ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍ ଲୋକସଭା ଆସନ ଏମ୍ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ...
ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...
ଆନ୍ଧ୍ର ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...


