ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏନେଇ ସେ ଏକ ସପ୍ତାହ ଝିଅଙ୍କ ସହ ସେ କଥା ସହୋଇ ନ ଥିଲେ। ଅଜୟଙ୍କ ସହ ବିବାହ କରିବା କଥା ଉଠାଇବା ନେଇ ଝିଅଙ୍କ ଉପରେ ସେ ରାଗି ଯାଇଥିଲେ।
କାଜଲ ବିବାହ କରନ୍ତୁ ବୋଲି ବାପା ଚାହୁଁ ନ ଥିଲେ। କ୍ୟାରିୟରର ଶିଖରରେ ପହଞ୍ଚି ପଛକୁ ଫେରନ୍ତୁ ବୋଲି ସେ ଚାହୁଁ ନ ଥିଲେ। ଏ ନେଇ ସେ କାଜୋଲଙ୍କ ସହ ସେ ଏକ ସପ୍ତାହ କଥା ହୋଇ ନ ଥିଲେ। କିନ୍ତୁ ପରିଶେଷରେ ହଁ ଭରିବା ପରେ ଉଭୟଙ୍କ ବିବାହ ହୋଇ ଥିଲା।
ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍ଅପ୍
କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍ଙ୍କୁ...
ବିହାରର ଏସ୍ଟିଇଟି ପରୀକ୍ଷାରେ ପାସ୍ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ
ସୋସିଆଲ ମିଡିଆରେ ବିହାର ଏସ୍ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...
ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ
ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି।...
ଆଖିବୁଜିଲେ ଏହି ଅଭିିନେତ୍ରୀ
ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା...
ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...
ଜାମିନ୍ରେ ମୁକୁଳି କରନ୍ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…
ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...
ଅଭିନେତ୍ରୀ ପାୟଲ ଗିରଫ
ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...


