E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ
10:42 pmJune 13, 2021

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ ସରକାର ତମାଖୁ ବିକ୍ରି ପାଇଁ ଲାଇସେନ୍ସ ବାଧ୍ୟତାମୂଳକ କରିଛନ୍ତି।

ରାଜ୍ୟରେ ତମାଖୁଜନିତ ସମସ୍ୟା ବଢ଼ିବା ସହ ଜନସ୍ବାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ମ୍ୟୁନିସିପାଲ କର୍ପୋରେଶନଗୁଡ଼ିକରେ ତମାଖୁ ବିକ୍ରେତାମାନଙ୍କୁ ଲାଇସେନ୍ସ ପାଇଁ ସୁପାରିସ କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସବୁ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ପରାମର୍ଶ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ୟୁପି ସରକାର ରାଜ୍ୟରେ ତମାଖୁ ସାମଗ୍ରୀ ବିକ୍ରି ପାଇଁ ଲାଇସେନ୍ସ ନିୟମ କାର୍ଯ୍ୟକାରୀ କରିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ସର୍ଭେ ଅନୁଯାୟୀ ୟୁପରେ ୧୫ ବର୍ଷ କିମ୍ବା ତା’ଠାରୁ ଅଧିକ ବୟସର ୩୫.୫ ପ୍ରତିଶତ ଲୋକ ତମାଖୁ ସେବନ କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା

ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମାରି ଦାଢ଼ି କାଟିଦେଲେ

ନୂଆଦିଲ୍ଲୀ,୧୪।୬: ନମାଜ ପାଠ କରିବା ପାଇଁ ମସ୍‌ଜୀଦ ଯାଉଥିବା ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ଦାଢ଼ି କାଟି ଦେଇଛନ୍ତି କିଛି ଦୁର୍ବୃତ୍ତ। ରାଜଧାନୀ...

୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର

ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ...

ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା
Next Post Next post:
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts