ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖାଯାଇଛି। ସୋମବାର ବ୍ୟବଚ୍ଛେଦ ହେବ ବୋଲି ସୂଚନା ମିଳିଛି । ମୃତକ ଘରୋଇ ଭାବେ ଆମ୍ବୁଲାନ୍ସ ଚଳାଉଥିଲେ ।
Posted inଆମ ଜିଲା ଖବର, ବରଗଡ଼ View All
ବେଆଇନ ଭାବେ ଖୋଳିନେଲେ ମାଟି
ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...
ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...
କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ
କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...
ଜେଆଇପିଟିଏଲ୍ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ
କଣିହାଁ,୭ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍ (ଜେଆଇଟିପିଏଲ୍) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...
କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ
ଛତ୍ରପୁର,୧୭।୬(ଡି.ଏନ୍.ଏ.): କରୋନା ମହାମାରୀ ନେଇ ଲକ୍ଡାଉନ୍ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ...
ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
ବରଗଡ଼ ଅଫିସ୍,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...


