ଫେସ୍ବୁକ୍, ଗୁଗଲ, ଆମାଜନ, ଆପଲ୍ ଭଳି ଟେକ୍ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍ କମିଶନ(ଏଫ୍ଟିସି)ର ମୁଖ୍ୟ ଭାବେ ରାଷ୍ଟ୍ରପତି ଜୋ ବାଇଡେନ୍ ନିଯୁକ୍ତ କରିଛନ୍ତି। କମିଶନ୍ର ୫ ସଦସ୍ୟଙ୍କ ମଧ୍ୟରୁ ସେ ସିନେଟ୍ରେ ୬୯-୨୮ ଭୋଟ୍ ପାଇବା ପରେ ଶପଥ ନେଇଥିଲେ। ଲିନା କଲମ୍ବିଆ ୟୁନିଭର୍ସିଟି ଲ’ ସ୍କୁଲରେ ପ୍ରଫେସର ଥିଲେ। ୨୦୧୭ରେ ୟେଲ୍ ଲ’ ଛାତ୍ରୀ ଭାବେ ‘ଆମାଜନ୍ସ୍ ଆଣ୍ଟିଟ୍ରଷ୍ଟ ପାରାଡକ୍ସ’ ସ୍କଲାର କାମ ପାଇଁ ବେଶ୍ ଚର୍ଚ୍ଚିତ ହୋଇଥିଲେ।
Posted inଅନ୍ତର୍ଜାତୀୟ View All
‘ଆପଲ ଡେଲି’ର ଅପମୃତ୍ୟୁ
ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍ ଡେଲି’। ୧୯୯୫ ଜୁନ୍ ୨୦ରେ...
ଯେଉଁ ଲ୍ୟାବ୍ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ...
ଚାଇନା ଆପ୍ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍
ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...
୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା
ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍-୧୯ ଟିକା କରୋନାଭାକ୍କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ...
ଭର୍ଚୁଆଲ କରେନ୍ସି ବିଟ୍କଏନ ଏବେ ଏଲ୍ ସାଲଭେଡରରେ ହେବ ଲାଗୁ…
ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...
କୋଭିଡ୍ ମୂଳକୁ ଖୋଜ
ଓ୍ବାଶିଂଟନ, ୧ା୬: କୋଭିଡ୍-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ...
ଜିନ୍ସ୍ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …
ପୋୟାଙ୍ଗୟାଙ୍ଗ୍,୭।୬: ଏବେ ଜିନ୍ସ୍ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...


