E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଲିନା ଏଫ୍‌ଟିସି ମୁଖ୍ୟ
9:55 amJune 17, 2021

ଫେସ୍‌ବୁକ୍‌, ଗୁଗଲ, ଆମାଜନ, ଆପଲ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍‌(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି)ର ମୁଖ୍ୟ ଭାବେ ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଯୁକ୍ତ କରିଛନ୍ତି। କମିଶନ୍‌ର ୫ ସଦସ୍ୟଙ୍କ ମଧ୍ୟରୁ ସେ ସିନେଟ୍‌ରେ ୬୯-୨୮ ଭୋଟ୍‌ ପାଇବା ପରେ ଶପଥ ନେଇଥିଲେ। ଲିନା କଲମ୍ବିଆ ୟୁନିଭର୍ସିଟି ଲ’ ସ୍କୁଲରେ ପ୍ରଫେସର ଥିଲେ। ୨୦୧୭ରେ ୟେଲ୍‌ ଲ’ ଛାତ୍ରୀ ଭାବେ ‘ଆମାଜନ୍‌ସ୍‌ ଆଣ୍ଟିଟ୍ରଷ୍ଟ ପାରାଡକ୍ସ’ ସ୍କଲାର କାମ ପାଇଁ ବେଶ୍‌ ଚର୍ଚ୍ଚିତ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି...

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ...

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶାରଳା ଆମେରିକାରେ ବିଚାରପତି
Next Post Next post:
୩୩୦ କୋଟି ଦେଲେ ସ୍କଟ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts