ଫେସ୍ବୁକ୍, ଗୁଗଲ, ଆମାଜନ, ଆପଲ୍ ଭଳି ଟେକ୍ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍ କମିଶନ(ଏଫ୍ଟିସି)ର ମୁଖ୍ୟ ଭାବେ ରାଷ୍ଟ୍ରପତି ଜୋ ବାଇଡେନ୍ ନିଯୁକ୍ତ କରିଛନ୍ତି। କମିଶନ୍ର ୫ ସଦସ୍ୟଙ୍କ ମଧ୍ୟରୁ ସେ ସିନେଟ୍ରେ ୬୯-୨୮ ଭୋଟ୍ ପାଇବା ପରେ ଶପଥ ନେଇଥିଲେ। ଲିନା କଲମ୍ବିଆ ୟୁନିଭର୍ସିଟି ଲ’ ସ୍କୁଲରେ ପ୍ରଫେସର ଥିଲେ। ୨୦୧୭ରେ ୟେଲ୍ ଲ’ ଛାତ୍ରୀ ଭାବେ ‘ଆମାଜନ୍ସ୍ ଆଣ୍ଟିଟ୍ରଷ୍ଟ ପାରାଡକ୍ସ’ ସ୍କଲାର କାମ ପାଇଁ ବେଶ୍ ଚର୍ଚ୍ଚିତ ହୋଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.