E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସହାୟ ହେଉନି ଭାଗ୍ୟ
11:16 pmJune 20, 2021

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା
ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା ଟିମ୍‌ ଇଣ୍ଡିଆ। ଏହାପରେ ଭାରତୀୟ ବୋଲରଙ୍କୁ ନ୍ୟୁଜିଲାଣ୍ଡର ଓପନିଂ ଯୋଡ଼ି ଭାଙ୍ଗିବା ପାଇଁ ଢ଼େର ପରିଶ୍ରମ କରିବାକୁ ପଡ଼ିଥିଲା। ବହୁ ସୁଯୋଗ ସୃଷ୍ଟି ହୋଇଥିଲା। କିନ୍ତୁ ସାଙ୍ଗରେ ନ ଥିଲା ଭାଗ୍ୟ। ଅନେକ କ୍ୟାଚ୍‌ ନୋମ୍ୟାନ୍ସ ଲାଣ୍ଡରେ ପଡ଼ିଥିଲା। ଶେଷରେ ରବିଚନ୍ଦ୍ରନ ଅଶ୍ୱିନ ଟିମ୍‌ ଇଣ୍ଡିଆକୁ ଆଣି ଦେଇଥିଲେ ବ୍ରେକ୍‌ ଥ୍ରୁ। ଟମ ଲେଥମ (୩୦) ପ୍ୟାଭିଲିଅନ ଫେରିବା ପରେ ଇଶାନ୍ତ ଶର୍ମାଙ୍କ ବଲକୁ ଜାଣି ନ ପାରି ଆଉଟ୍‌ ହୋଇଥିଲେ ଡେଭନ କନଓ୍ବେ(୫୪)। ଆଲୋକ ଅଭାବ କାରଣରୁ ତୃତୀୟ ଦିନର ଖେଳକୁ ଅଧା ଘଣ୍ଟା ପୂର୍ବରୁ ଷ୍ଟମ୍ପ୍ସ ଘୋଷଣା କରାଯାଇଥିଲା। ୩ୟ ଦିନ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ୨ ଉଇକେଟ ହରାଇ ୧୦୧ ରନ୍‌ କରିଥିଲା। ଦଳକୁ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବାକୁ ହେଲେ ବଳକା ୮ ଉଇକେଟରେ ୧୧୭ ରନ୍‌ କରିବାକୁ ପଡ଼ିବ।

ପୂର୍ବଦିନର ସ୍କୋର (୧୪୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତୀୟ ଦଳ ମାତ୍ର ୭୧ ରନ୍‌ରେ ବଳକା ୭ ଉଇକେଟ ହରାଇ ୨୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତୃତୀୟ ଦିନ ଆରମ୍ଭରୁ ନ୍ୟୁଜିଲାଣ୍ଡ ବୋଲରଙ୍କୁ ସୁଇଙ୍ଗ୍‌ ମିଳିଥିଲା, ଯାହାକି ପାଲଟିଥିଲା ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ପାଇଁ କାଳ। ଅଧିନାୟକ କୋହଲି (୪୪), ପନ୍ତ (୪), ରାହାନେ (୪୯), ରବିଚନ୍ଦ୍ରନ ଅଶ୍ୱିନ (୨୨) ଓ ରବୀନ୍ଦ୍ର ଜାଡେଜା (୧୫) ଫେଲ୍‌ ମାରିଥିଲେ। ଫଳରେ ୯୨.୧ ଓଭରରେ ଭାରତ ୨୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ସବୁଠୁ ଘାତକ ସାଜିଥିଲେ ୬ ଫୁଟ୍‌ ୬ ଇଞ୍ଚ ଇଚ୍ଚତା ବିଶିଷ୍ଟ କାଇଲ ଜେମିସନ। ସେ ୫ ଉଇକେଟ ନେଇଥିବାବେଳେ ଟ୍ରେଣ୍ଟ ବୋଲ୍ଟ ଓ ନେଲ ଓ୍ବାଗନର ୨ ଲେଖାଏ ସଫଳତା ହାତେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ

ନଟିଂହାମ୍‌(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍‌ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ...

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ...

ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା

ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍‌ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି

ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ...

ପେରେଜଙ୍କୁ ଦ୍ୱିତୀୟ ଫର୍ମୁଲା ଓ୍ବାନ ଟାଇଟଲ

ବାକୁ, ୭ା୬: ରେଡ୍‌ ବୁଲ୍‌ର ସର୍ଗିଓ ପେରେଜ ଆଜରବୈଜାନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଆଷ୍ଟନ ମାର୍ଟିନର ସେବାଷ୍ଟିଆନ ଭେଟେଲ ଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ
Next Post Next post:
କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍‌ ଦେଲେ ଟିପ୍ସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts