ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍ ଜିହାଦ୍ ଆଇନ୍କୁ ମଞ୍ଜୁରୀ ଦେଇଛନ୍ତି। ଜବରଦସ୍ତ ଧର୍ମ ପରିବର୍ତ୍ତନ ଅବା ମିଛ କହି ବିବାହ କରିଥିବା କ୍ଷେତ୍ରରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ଉପରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜେଲ ଦଣ୍ଡାଦେଶ ସହିତ ଦୋଷୀଙ୍କଠାରୁ ଜରିମାନା ମଧ୍ୟ ଆଦାୟ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି।
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...
କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ
ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...
ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଭାକ୍ସିନ୍କୁ ପ୍ରଭାବହୀନ କରିବା ଆଶଙ୍କା…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...
କୋଭିଶିଲ୍ଡ ଦେବାର ୫ ମିନିଟ୍ ପରେ କୋଭାକ୍ସିନ
ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା...
ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍କୁ ପାଳନ କରାଯାଇ ଯୋଗ ଦିବସ...
ଦିଗ୍ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...


