ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍-ଯୋଗ ଆପ୍ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍ ମାଧ୍ୟମରେ ଯୋଗ ସମ୍ପର୍କରେ ସରଳ ଭାବେ ଅବଗତ କରାଯିବ। ଯାହାଦ୍ୱାରା ପୃଥିବୀରେ ଯୋଗର ପ୍ରଚାର ଏବଂ ପ୍ରସାର ହୋଇପାରିବ। ପ୍ରଧାନମନ୍ତ୍ରୀ ଏହି ଆପ୍ ସମ୍ପର୍କରେ ଘୋଷଣା କରି ଯୋଗ ଦିବସରେ ପୃଥିବୀର ସମସ୍ତ ରାଷ୍ଟ୍ରଙ୍କୁ ସହଯୋଗର ବାର୍ତ୍ତା ଦେଇଛନ୍ତି।
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍...
ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ
ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍ ହାର ତଳକୁ ଖସିଛି। ଗତ ୨...
ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...
ଏନ୍ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର
ମୁମ୍ବାଇ,୧୧।୬: ରାଜନୀତି ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଶୁକ୍ରବାର ଏନ୍ସିପି ମୁଖ୍ୟ ଶରଦ ପାୱାରଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହାକୁ ନେଇ ରାଜନୈତିକ ଉସ୍ମତା ଦେଖାଦେଇଛି। ଏହା...
ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍ ମାଗିଲେ ଯୁବକ
ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...
ବ୍ଲାକ୍ ଫଙ୍ଗସ୍ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍ ହାର ୧ପ୍ରତିଶତରୁ କମ୍...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...
ଜେଏନ୍ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ
ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...


