E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..
10:30 amJune 17, 2021

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ ସହ ଗୋଟିଏ ଫିଲ୍ମରେ ବି କାମ କରିନାହିନ୍ତି। ସେ ହେଲେ ମାଧୁରୀ ଦିକ୍ଷୀତ। ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ଏଭଳି କଥା ପଛରେ ଥିବା କାରଣ ଜାଣିଲେ ଚମକି ଯିବେ। ଅନିଲ କପୁରଙ୍କ ପାଇଁ ମାଧୁରୀ ଅମିତାଭଙ୍କ ସହ ଚଳଚ୍ଚିତ୍ର କରିନାହାନ୍ତି।

୧୯୮୪ରେ ଫିଲ୍ମ ‘ଅବୋଧ’ରୁ ଅଭିନୟରେ ଡେବ୍ୟୁ କରିଥିଲେ ମାଧୁରୀ। ହେଲେ ଏହା ସେତେଟା ସଫଳ ହୋଇ ନ ଥିଲା। ପରେ ଅନେକ ଫିଲ୍ମରେ କାମ କରିଥିଲେ ହେଁ ସମାନ ଅବସ୍ଥା ହୋଇଥିଲା। ଫଳରେ ସବୁ ଅଭିନେତା ତାଙ୍କ ସହ କାମ କରିବାକୁ ଅରାଜି ହୋଇଥିଲେ। ଏଭଳି ଅସୁବିଧା ସମୟରେ ଅନିଲ ଆଗକୁ ଆସିଥିଲେ। ଉଭୟ ୧୯୮୮ରେ ‘ତେଜାବ’ ଫିଲ୍ମରେ କାମ କରିଥିଲେ। ଏହା ତାଙ୍କ କ୍ୟାରିୟରର ୟୁଟର୍ନ ଥିଲା। ପରେ ଉଭୟ ‘ବେଟା’, ‘ହିଫାଜତ’, ‘ପରିନ୍ଦା’ରେ କାମ କରିଥିଲେ। ଏଗୁଡ଼ିକ ମଧ୍ୟ ସୁପରହିଟ୍‌ ହୋଇଥିଲା। ଫଳରେ ମାଧୁରୀ ସୁପରଷ୍ଟାର ହୋଇଯାଇଥିଲେ।

ସଫଳତା ପାଇବା ପରେ ଅମିତାଭଙ୍କ ସହ ଫିଲ୍ମ କରିବାକୁ ମାଧୁରୀଙ୍କୁ ଅଫର୍‌ ମିଳିଥିଲା। ହେଲେ ସେତେବେଳେ ଅନିଲ କପୁର ତାହା ଚାହିଁ ନ ଥିଲେ। ଏଥିପାଇଁ ଅଭିନେତ୍ରୀ ବିଗ୍‌ବିଙ୍କ ସହ କାମ କରିବାକୁ ମନା କରିଦେଇଥିଲେ। ଏହାପରେ ସେମାନେ କେବେ ବି ଫିଲ୍ମରେ ଏକାଠି କାମ କରିନାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…

ବମ୍ବେ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ...

ବିଶ୍ୱାସ କରିପାରୁନାହାନ୍ତି ରଣବୀର

ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍‌...

ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା

ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
Next Post Next post:
ପରୀ ପରେ ବେବିନାଙ୍କୁ ହତ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts