ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଗୋଟିଏ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ। ଏହି ପ୍ରତିନିଧି ଦଳରେ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱର ମଧ୍ୟ ରହିବେ। ସେମାନେ ପ୍ରଧାନମନ୍ତ୍ରୀଙ୍କ ସହ ମରାଠା ଏବଂ ଓବିସି ସଂରକ୍ଷଣ ସହ ବାତ୍ୟା ତଉକତେ ସହାୟତା ସମ୍ପର୍କରେ ଆଲୋଚନା କରିବେ ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.