E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
3:27 pmJune 8, 2021

ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଠାକରେ ଏକ ଅଜବ ଉତ୍ତର ଦେଇଛନ୍ତି। ଉଦ୍ଧବ ଠାକରେ କହିଛନ୍ତି ଯେ, ଯଦିଓ ଆମେ ରାଜନୈତିକ ସ୍ତରରେ ଏକାଠି ନାହୁଁ, ଏହାର ଅର୍ଥ ନୁହେଁ ଯେ ଆମର ସମ୍ପର୍କ ସମାପ୍ତ ହୋଇଛି। ମୁଁ କୌଣସି ନୱାଜ ସରିଫ(ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ)ଙ୍କୁ ଭେଟିବାକୁ ଯାଇ ନଥିଲି। ତେଣୁ ଯଦି ମୁଁ ତାଙ୍କୁ ବ୍ୟକ୍ତିଗତ ଭାବରେ ସାକ୍ଷାତ କରେ ତେବେ ସେଥିରେ କ’ଣ ଭୁଲ ଅଛି। ପ୍ରଧାନମନ୍ତ୍ରୀ ଆମର ସମସ୍ତ ଆଲୋଚନାକୁ ଗମ୍ଭୀରତାର ସହ ଶୁଣୁଛନ୍ତି ବୋଲି ଉଦ୍ଧବ କହିଛନ୍ତି। ଏହି ବୈଠକରେ ମରାଠା ସଂରକ୍ଷଣ, ଜିଏସ୍‌ସି ସମେତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଏବଂ ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଏହି ସାକ୍ଷାତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଉଦ୍ଧବ ଠାକରେଙ୍କ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ବୈଠକ। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର, ମନ୍ତ୍ରୀ ଅଶୋକ ଚହ୍ବାନଙ୍କ ମଧ୍ୟ ଉଦ୍ଧବଙ୍କ ସହ ଉପସ୍ଥିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ...

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ

ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ
Next Post Next post:
୫ ମିନିଟ ଅକ୍ସିଜେନ୍‌ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍‌ ସିଲ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts