E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
11:08 pmJune 17, 2021

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି ରହିଲେ, ତୃତୀୟ ଲହର ବେଶୀ ଡେରି ନୁହେଁ ବୋଲି କୁହାଯାଇଛି। ତେବେ ତୃତୀୟ ଲହରରେ ପିଲାମାନେ ବେଶୀ ପ୍ରଭାବିତ ହେବେ ନାହିଁ ବୋଲି ଟାସ୍କଫୋର୍ସ କହିଛି। ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ତୃତୀୟ ଲହର ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରାଯାଇଥିବା ବେଳେ ଟାସ୍କଫୋର୍ସ ପକ୍ଷରୁ ଉପରୋକ୍ତ ରିପୋର୍ଟ ଦାଖଲ କରାଯାଇଛି। ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହରରେ ଦୁଇଗୁଣ ଅଧିକ ସଂକ୍ରମିତ ହେବେ ବୋଲି ଏଥିରେ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ...

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
Next Post Next post:
ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts