ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି ରହିଲେ, ତୃତୀୟ ଲହର ବେଶୀ ଡେରି ନୁହେଁ ବୋଲି କୁହାଯାଇଛି। ତେବେ ତୃତୀୟ ଲହରରେ ପିଲାମାନେ ବେଶୀ ପ୍ରଭାବିତ ହେବେ ନାହିଁ ବୋଲି ଟାସ୍କଫୋର୍ସ କହିଛି। ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଅଧ୍ୟକ୍ଷତାରେ ତୃତୀୟ ଲହର ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରାଯାଇଥିବା ବେଳେ ଟାସ୍କଫୋର୍ସ ପକ୍ଷରୁ ଉପରୋକ୍ତ ରିପୋର୍ଟ ଦାଖଲ କରାଯାଇଛି। ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହରରେ ଦୁଇଗୁଣ ଅଧିକ ସଂକ୍ରମିତ ହେବେ ବୋଲି ଏଥିରେ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.