E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି
7:11 pmJune 8, 2021

ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ଏପରି କି ମହାରାଷ୍ଟ୍ରର ବିଦର୍ଭ ଅଞ୍ଚଳର ଅମରାବତୀ ଆସନରୁ ପ୍ରଥମ ଥର ପାଇଁ ସଂସଦକୁ ନିର୍ବାଚିତ ହୋଇଥିବା ନବନୀତଙ୍କୁ ଏମ୍‌ପି ଆସନ ହରାଇବାକୁ ପଡ଼ିପାରେ। ତେବେ କୋର୍ଟ ଏ ସଂକ୍ରାନ୍ତରେ କୌଣସି ମତ ଦେଇ ନାହାନ୍ତି।

୭ ଭାଷା ଜାଣିଥିବା ୩୫ ବର୍ଷୀୟା ନବନୀତ ମହାରାଷ୍ଟ୍ରର ୮ ମହିଳା ଏମ୍‌ପିଙ୍କ ମଧ୍ୟରୁ ଜଣେ। ଅଭିନୟ ଛାଡ଼ି ରାଜନୀତିରେ ପାଦ ଦେଇଥିବା ନବନୀତଙ୍କ ପ୍ରାର୍ଥୀତ୍ୱକୁ ଚ୍ୟାଲେଞ୍ଜ କରିଥିଲେ ପୂର୍ବତନ ଏମ୍‌ପି ତଥା ଶିବ ସେନା ନେତା ଆନନ୍ଦରାଓ ଅଦସୁଲ।

ଗତ ମାର୍ଚ୍ଚରେ ଶିବ ସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତ ଏସିଡି ମାଡ଼ ଧମକ ଦେଇଥିବା ଅଭିଯୋଗ କରି ଚର୍ଚ୍ଚାକୁ ଆସିଥିଲେ ନବନୀତ। ଏ ସମ୍ପର୍କରେ ବାଚସ୍ପତି ଓମ ବିର୍ଲାଙ୍କ ନିକଟରେ ମଧ୍ୟ ଅଭିଯୋଗ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା...

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ...

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…
Next Post Next post:
୨ ବଲ୍‌ରେ ୨୧ ରନ୍‌: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts