ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟଜନିତ ଦେଶରେ ଏହା ଦ୍ୱିତୀୟ ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରର ପ୍ରଥମ ମୃତ୍ୟୁ। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୨୧ଜଣ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି ଏବଂ ମହାରାଷ୍ଟ୍ରର ୩୬ଟି ଜିଲାରୁ ପ୍ରତି ମାସରେ ୧୦୦ଟି ନମୁନା ସଂଗ୍ରହ କରାଯାଉଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି।...
ଦେଶର ସମସ୍ତଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ...
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...
୫୦୦ ଡୋଜ୍ କୋଭିଶିଲ୍ଡ୍ ନଷ୍ଟ ହେଲା…
ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...
ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି।...


