E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌
9:52 pmJune 8, 2021

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ। ୫୬ ବର୍ଷୀୟା ରାମଗୋବିନ ଶିଳ୍ପପତି ଏସ୍‌ ଆର ମହାରାଜଙ୍କ ସହ ୬୨ ଲକ୍ଷ ରାଣ୍ଡ (ପ୍ରାୟ ୩.୩ କୋଟି ଟଙ୍କା)ର ଠକେଇ କରିଥିଲେ। ଭାରତରୁ ଆମଦାନୀ ଓ କନସାଇନମେଣ୍ଟ ଉପରୁ କଷ୍ଟମ ଶୁଳ୍କ କ୍ଲିୟରାନ୍ସ ବାବଦକୁ ନ୍ୟୁ ଆଫ୍ରିକା ଆଲାଏନ୍ସ ଫୁଟ୍‌ଓ୍ବିଅର ଡିଷ୍ଟ୍ରିବ୍ୟୁଟର୍‌ର ନିର୍ଦ୍ଦେଶକ ଏସ୍‌. ଆର୍‌. ମହାରାଜଙ୍କଠାରୁ ଏହି ଅର୍ଥ ନେଇଥିଲେ। ଏହି ମାମଲାରେ ଆଶିଷ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ରାମଗୋବିନ ହେଉଛନ୍ତି ସାମାଜିକ କର୍ମୀ ଇଲା ଗାନ୍ଧୀ ଓ ସ୍ବର୍ଗତଃ ମଓ୍ବୋ ରାମଗୋବିନ୍ଦଙ୍କ ଝିଅ। ୨୦୧୫ରେ ଏହି ମାମଲାର ଶୁଣାଣିବେଳେ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରିଗେଡିୟର ହାଙ୍ଗଓ୍ବାନି ମୁଲାଦ୍‌ଜି କହିଥିଲେ, ଲାଇନ୍ସ ଭର୍ତ୍ତି କଣ୍ଟେନର୍ସ ଭାରତରୁ ଆସିଥିବା ଥିବା ଦର୍ଶାଇବା ପାଇଁ ରାମଗୋବିନ ରିସିପ୍ଟ ଓ ଡକ୍ୟୁମେଣ୍ଟରେ ଜାଲିଆତି କରିଥିଲେ। ଏହାପରେ ମହାରାଜ ମଗାଇଥିବା ସାମଗ୍ରୀ ଡେଲିଭରୀ ହୋଇଯାଇଥିବା ରାମଗୋବିନ, ମହାରାଜଙ୍କୁ ସାକ୍ଷାତ କରି ଜଣାଇଥିଲେ। ସେତେବେଳେ ଲତା ଦେଇଥିବା ସମସ୍ତ ଦସ୍ତାବିଜ୍‌ ନକଲି ଥିଲା ବୋଲି ସୋମବାର ଶୁଣାଣିରେ କୋର୍ଟ ଜାଣିବାକୁ ପାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ହାରିସ୍‌ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍‌ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍‌...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ...

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି।...

ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…

ବାର୍ସାଲୋନା,୩ା୬: ସ୍ପେନ୍‌ର ଏକ ବାର୍‌ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍‌ ମାଲିକ ତାଙ୍କୁ...

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...

ଚାଇନା ଆପ୍‌ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍‌

ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...

ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌
Next Post Next post:
କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts