E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ରାଜ୍ୟ

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
10:59 pmJune 1, 2021

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଜ୍ୟସଭାର ଏମ୍‌ପି ଥିବା ପଦ୍ମବିଭୂଷଣ ପ୍ରାପ୍ତ ଭାସ୍କର୍ଯ୍ୟ ଶିଳ୍ପୀ ଓଡ଼ିଶାର ରଘୁନାଥ ମହାପାତ୍ରଙ୍କ ନିଧନ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ରାଜ୍ୟସଭା ସାଂସଦ ଭାବେ ମହେଶ ଜେଠମାଲାନିଙ୍କ କାର୍ଯ୍ୟକାଳ ୨୦୨୪ ମେ’ରେ ଶେଷ ହେବ।

ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ର ସରକାରଙ୍କ ବିରୋଧରେ ମହେଶ ଜେଠମାଲାନି ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମ ବୀର ସିଂ ଓ ପୂର୍ବତନ ଏସ୍‌ଆଇଡି କମିଶନର ରଶ୍ମୀ ଶୁକ୍ଲାଙ୍କ ପାଇଁ ମାମଲା ଲଢ଼ୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ରାଜ୍ୟ View All

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ

ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...

ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ
Next Post Next post:
ପ୍ରାଣୀଟିଏ ପାଇଁ ଜୀବନକୁ ବାଜି ଲଗାଇ ଦେଉଛନ୍ତି ଯୁବକ,ଭିଡିଓ ଭାଇରାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts