ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଜ୍ୟସଭାର ଏମ୍ପି ଥିବା ପଦ୍ମବିଭୂଷଣ ପ୍ରାପ୍ତ ଭାସ୍କର୍ଯ୍ୟ ଶିଳ୍ପୀ ଓଡ଼ିଶାର ରଘୁନାଥ ମହାପାତ୍ରଙ୍କ ନିଧନ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ରାଜ୍ୟସଭା ସାଂସଦ ଭାବେ ମହେଶ ଜେଠମାଲାନିଙ୍କ କାର୍ଯ୍ୟକାଳ ୨୦୨୪ ମେ’ରେ ଶେଷ ହେବ।
ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ର ସରକାରଙ୍କ ବିରୋଧରେ ମହେଶ ଜେଠମାଲାନି ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମ ବୀର ସିଂ ଓ ପୂର୍ବତନ ଏସ୍ଆଇଡି କମିଶନର ରଶ୍ମୀ ଶୁକ୍ଲାଙ୍କ ପାଇଁ ମାମଲା ଲଢ଼ୁଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.