ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଲଲିତ ଦାସଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଯଶବନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।
ଆର୍.କେ ଶର୍ମାଙ୍କୁ ଆଇନ ଶୃଙ୍ଖଳା ଏଡିଜି ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଅସିତ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଇଜି ଦାୟିତ୍ୱ ମିଳିଛି। ଅରୁଣ ବୋଥ୍ରାଙ୍କୁ ପରିବହନ କମିସନ ଭାବେ ନିଯୁକ୍ତି କରାଯାଇଛି। ସଞ୍ଜିବ ପଣ୍ଡାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରାଯାଇଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ପୋଲିସ ଗୃହ ର୍ନିମାଣ ଦାୟିତ୍ୱ ଦିଆଯାଇଛ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.