ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି। ୨ ଦିନ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ସେ ସୂଚନା ଦେଇଛନ୍ତି। ଏନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ଦିଆଯିବା ସହ ଗ୍ରାମର ପ୍ରବେଶ ପଥରେ ନୋଟିସ ମରାଯାଇଛି। ଏହି ୨ ଦିନ ଗ୍ରାମର କୌଣସି ବ୍ୟକ୍ତି ବାହାରକୁ ଯିବେ ନାହିଁ ଅବା ବାହାର ଗ୍ରାମର କୌଣସି ବ୍ୟକ୍ତି ଏଠାକୁ ଆସିବେ ନାହିଁ ବୋଲି ସରପଞ୍ଚ ବେହରା ତାଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।
Posted inଆମ ଜିଲା ଖବର, କଟକ View All
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
କଟକରୁ ଲମ୍ବିଛି ନକଲି ଔଷଧର ଚେର
ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...
ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ
ହିନ୍ଦୋଳ,୧୧ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ...


