ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି। ୨ ଦିନ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ସେ ସୂଚନା ଦେଇଛନ୍ତି। ଏନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ଦିଆଯିବା ସହ ଗ୍ରାମର ପ୍ରବେଶ ପଥରେ ନୋଟିସ ମରାଯାଇଛି। ଏହି ୨ ଦିନ ଗ୍ରାମର କୌଣସି ବ୍ୟକ୍ତି ବାହାରକୁ ଯିବେ ନାହିଁ ଅବା ବାହାର ଗ୍ରାମର କୌଣସି ବ୍ୟକ୍ତି ଏଠାକୁ ଆସିବେ ନାହିଁ ବୋଲି ସରପଞ୍ଚ ବେହରା ତାଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.