E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ମନୋରଞ୍ଜନ

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ
3:32 pmJune 25, 2021

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ ମିଳୁଛି। ଏବେ ଏହାକୁ ନେଇ ନୂଆ ବିବାଦ ଉପୁଜିଛି।

ଏସ୍‌ଟିଇଟି ୨୦୧୯ ପରୀକ୍ଷାର ଫଳ ୨୦୨୧ ମାର୍ଚ୍ଚରେ ଘୋଷଣା କରାଯାଇଥିଲା। ହେଲେ କୌଣସି ସମସ୍ୟା ଯୋଗୁ ଉର୍ଦ୍ଦୁ, ସଂସ୍କୃତ ଏବଂ ବିଜ୍ଞାନର ପରୀକ୍ଷାଫଳ ଆଧିକାରୀକ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ ହୋଇପାରି ନ ଥିଲା। ଏବେ ରେଜଲ୍ଟ ଅପଲୋଡ ହୋଇଛି। ଏଥିରେ ରିଷିକେଶ କୁମାର ନାମକ ଜଣେ ପରୀକ୍ଷାର୍ଥୀ ପାସ କରିଛନ୍ତି। ହେଲେ ତାଙ୍କର ପରୀକ୍ଷାଫଳରେ ମାଲାୟାଲାମ ଅଭିନେତ୍ରୀ ଅନୁପମାଙ୍କ ଫଟୋ ଲାଗିଥିବା ଦେଖାଯାଇଛି। ଏହାକୁ ନେଇ ଶିକ୍ଷା ବିଭାଗ ଉପରେ ପ୍ରଶ୍ନ ଉଠୁଥିବା ବେଳେ ସୋସିଆଲ ମିଡିଆରେ ଅଭିନେତ୍ରୀଙ୍କ ଫଟୋ ଥିବା ରେଜଲ୍ଟ ଭାଇରାଲ ହେଉଛି।

କିଛି ଦିନ ପୂର୍ବରୁ ଏଭଳି ଏକ ମାମଲା ବିହାରରୁ ଆସିଥିଲା। ଏଠାରେ ଇଞ୍ଜିନିୟରିଂ ପରୀକ୍ଷାଫଳ ତାଲିକାରେ ଅଭିନେତ୍ରୀ ସନି ଲିଓନିଙ୍କ ଫଟୋ ଲାଗିଥିଲା।

କହିରଖୁଛୁ, ଅନୁପମା ମାଲାୟାଲାମ ସିନେମାର ଜଣାଶୁଣା ନାମ। ସେ ତାମିଲ, ତେଲୁଗୁ ଏବଂ କନ୍ନଡ଼ ଫିଲ୍ମରେ କାମ କରି ସାରିଛନ୍ତି। ୨୦୧୫ରେ ସେ ପ୍ରେମମ୍‌ ଫିଲ୍ମରୁ ଡେବ୍ୟୁ କରିଥିଲେ। ଏଥିପାଇଁ ତାଙ୍କୁ ଶ୍ରେଷ୍ଠ ନବାଗତା ଅଭିନେତ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେବେଠାରୁ ସେ ପଛକୁ ଫେରିଚାହିଁ ନାହାନ୍ତି। ଧିରେ ଧିରେ ତାଙ୍କର ପ୍ରଶଂସକଙ୍କ ସହ ଫିଲ୍ମ ତାଲିକା ବଢ଼ିବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ମନୋରଞ୍ଜନ View All

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା

କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ...

ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା

ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ
Next Post Next post:
ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts