କନାସ୍(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆର୍ଏସ୍ଏଲ୍ ଲିଥୁଆନିଆନ୍ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର ଆନ୍ନା ଟାଟ୍ରାନୋଭାଙ୍କୁ ୨୧-୧୩, ୨୧-୧୦ରେ ହରାଇ ଦେଇଛନ୍ତି। ଏହି ୧୯ ବର୍ଷୀୟା ଖେଳାଳି ଫାଇନାଲ ମୁକାବିଲାରେ ଚତୁର୍ଥ ସିଡ୍ ତଥା ଆୟର୍ଲାଣ୍ଡର ରଚେଲ ଡାରାଗ୍ଙ୍କୁ ଭେଟିବେ। ମାଳବିକା ପୂର୍ବରୁ ଓପନିଂ ରାଉଣ୍ଡରେ ସ୍ଥାନୀୟ ଖେଳାଳି ଭିଲ୍ଟେ ପାଉଲାଉସ୍କେଟଙ୍କୁ ୨୧-୬, ୨୧-୧୦ରେ ଏବଂ ପରେ ଇସ୍ରାଏଲ୍ର ହେଲି ନିମାନଙ୍କୁ ୨୧-୧୦, ୨୧-୧୧ରେ ହରାଇ ଦେଇଥିଲେ। କ୍ୱାର୍ଟରଫାଇନାଲରେ ସେ ଅଷ୍ଟ୍ରିଆର କାଟ୍ରିନ୍ ନେଡଲ୍ଟଙ୍କୁ ୨୧-୧୨, ୨୧-୯ରେ ପରାସ୍ତ କରିଥିଲେ।
ବ୍ୟାଟ୍ ଛାଡି ମାଇକ୍ ଧରିବେ ଏହି କ୍ରିକେଟର୍
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ...
ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...
ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ
କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...
ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍
କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...
ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍ ପୂର୍ବରୁ ଆଇସିସିର ବଡ଼ ଘୋଷଣା
ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍। ଏଥି...
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ୍ ସେମିଫାଇନାଲରେ
ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...
‘ଏମିତି କୁହ ନାହିଁ, ମୋତେ ବହୁତ୍ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍
ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍ରେ ତାମିଲ ଚଳଚ୍ଚିତ୍ର...


