E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମାଳବିକା ଜିତିଲେ ଟାଇଟଲ
7:30 amJune 15, 2021

 

କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍‌ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍‌ଙ୍କୁ ପରାସ୍ତ କରିଥିଲେ। ଏହି ମ୍ୟାଚ ମାତ୍ର ୨୯ ମିନିଟ୍‌ରେ ଶେଷ ହୋଇଥିଲା। ଗତ ମାସରେ ଅଷ୍ଟ୍ରେଲିଆନ ଓପନ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଥିବା ମାଳବିକା ପୂର୍ବରୁ ଓପନିଂ ରାଉଣ୍ଡରେ ସ୍ଥାନୀୟ ଖେଳାଳି ଭିଲ୍‌ଟେ ପାଉଲାଉସ୍‌କେଟଙ୍କୁ ୨୧-୬, ୨୧-୧୦ରେ ଏବଂ ପରେ ଇସ୍ରାଏଲ୍‌ର ହେଲି ନିମାନଙ୍କୁ ୨୧-୧୦, ୨୧-୧୧ରେ ହରାଇ ଦେଇଥିଲେ। କ୍ୱାର୍ଟରଫାଇନାଲରେ ସେ ଅଷ୍ଟ୍ରିଆର କାଟ୍ରିନ୍‌ ନେଡଲ୍ଟଙ୍କୁ ୨୧-୧୨, ୨୧-୯ରେ ପରାସ୍ତ କରିଥିଲେ। ସେମିଫାଇନାଲରେ ସେ ଫ୍ରାନ୍ସର ଆନ୍ନା ଟାଟ୍ରାନୋଭାଙ୍କୁ ୨୧-୧୩, ୨୧-୧୦ରେ ହରାଇ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା

ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍‌ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ...

‘ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ରୋହିତ, କୋହଲିଙ୍କୁ ବାଧିପାରେ’

ମୁମ୍ବାଇ,୬।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପୂର୍ବରୁ ମ୍ୟାଚ୍‌ ପ୍ରାକ୍ଟିସର ଅଭାବ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଚିନ୍ତିତ ନୁହନ୍ତି।...

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ...

ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ

ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍‌ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌
Next Post Next post:
ରକ୍ତଦାନ କଲେ ତେନ୍ଦୁଲକର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts