E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…
12:17 pmJune 3, 2021

ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱାସୀ କୁକୁର ବୋଲି କୁହାଯାଏ। କାରଣ ସେ ମାଲିକର ସୁରକ୍ଷା କରିବା ସହ ତାଙ୍କର ସବୁକଥା ଅକ୍ଷରେ ଅକ୍ଷରେ ପାଳନ କରିଥାଏ। ହେଲେ କିଛି ଲୋକ ଏଭଳି ଥାଆନ୍ତି ଯେଉଁମାନେ ପଶୁମାନଙ୍କ ଦ୍ୱାରା ଅନ୍ୟମାନଙ୍କୁ ଡରାଇଥାନ୍ତି। ନଚେତ ଅନ୍ୟର କ୍ଷତି କରିବାକୁ ଚେଷ୍ଟା କରିଥାନ୍ତି। ଦକ୍ଷିଣ ଆଫ୍ରିକାରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଏସୀୟ ବଂଶୋଦ୍ଭବଙ୍କୁ କୁକୁର ସାହାଯ୍ୟରେ ଲୋକମାନଙ୍କ ଉପରେ ଇଟା ଫିଙ୍ଗିବାକୁ ନେଇ ଗିରଫ କରାଯାଇଛି।

ଯାହା ଜଣାପଡ଼ିଛି, ଘରର କବାଟ ଯିଏ ବି ଠକ୍‌ଠକ୍‌ କରିବ ତା’ ଉପରେ ଇଟା ଫିଙ୍ଗିବା ପାଇଁ ବ୍ୟକ୍ତିଜଣଙ୍କ ନିଜ କୁକୁରକୁ ଟ୍ରେନିଂ ଦେଇଥିଲେ। ଏଣୁ ଯିଏ ବି ତାଙ୍କ କବାଟ ବାଡାଏ, କୁକୁରଟି ଘରର ଛାତ ଉପରୁ ତାଙ୍କ ଉପରେ ଇଟା ଫିଙ୍ଗିଥାଏ। ଏହାଦ୍ୱାରା ଅନେକ ଆହତ ହୋଇଥିଲେ। ତେବେ ବ୍ୟକ୍ତି ଏକୁଟିଆ ରହିବାକୁ ପସନ୍ଦ କରନ୍ତି। କିଏ ବି ତାଙ୍କୁ ହଇରାଣ କରୁ ସେ ଚାହୁଁ ନ ଥିବା ଯୋଗୁ ଏଭଳି କରୁଥିବା କହିଛନ୍ତି। ତେବେ ଘଟଣାର ତଦନ୍ତ କରୁଥିବା ପୋଲିସ ଏହାକୁ କ୍ରୁରତା ବୋଲି କହିଛି।

କହିରଖୁଛୁ, କିଛିଦିନ ପୂର୍ବେ ଦିଲ୍ଲୀର ୟୁଟ୍ୟୁବର୍‌ ଗୌରବ ଶର୍ମା ଏକ କୁକୁର ପିଠିରେ ହିଲିୟମ ବେଲୁନ ବାନ୍ଧି ଉଡ଼ାଇ ଦେଇଥିଲେ। ଏଥିରେ କୁକୁର ଜୀବନ ବିପଦରେ ପଡ଼ିଥିଲା। ଘଟଣା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ପୂର୍ବତନ ପ୍ରେମିକଙ୍କୁ ଉପହାରରେ ଦେଇଥିଲେ ଗାଡ଼ି; ବ୍ରେକ୍‌ଅପ୍‌ ପରେ ପ୍ରତିଶୋଧ ପରାୟଣ ହୋଇ ନିଆଁ ଲଗାଇଲେ ଯୁବତୀ; ଭିଡିଓ ଦେଖିଲେ…

ବ୍ୟାଙ୍କକ୍‌: ପୂର୍ବତନ ପ୍ରେମିକଙ୍କଠାରୁ ପ୍ରତିଶୋଧ ନେଲେ ଜଣେ ଯୁବତୀ, ସେ ବି ଏମିତି ଯେ ଶୁଣିଲେ ଆପଣ ଚକିତ ହୋଇଯିବେ। ପ୍ରତିଶୋଧ ନେବାକୁ ସେ ପ୍ରେମିକଙ୍କ...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି।...

ଭଲ ପୋଷାକ ନୁହେଁ, କେବଳ ଧାରେ ହସକୁ ନେଇ ଲୋକଙ୍କୁ କିମିଆଁ କରୁଛନ୍ତି ପାକିସ୍ତାନର ଏହି ଯୁବତୀ; ଆପଣ ଦେଖିଲେ…

ଇନ୍‌ଷ୍ଟ୍ରାଗ୍ରାମରେ ଲୋକପ୍ରିୟତାକୁ ନେଇ ଚର୍ଚ୍ଚାରେ ପାକିସ୍ତାନର ଜଣେ ଯୁବତୀ। ସେ ହେଲେ ଆମ୍‌ନା ରିଆଜ। ସାଧାସିଧା ପୋଷାକରେ ସୁନ୍ଦରତା ସହ ତାଙ୍କ ହସ ପ୍ରଶଂସକଙ୍କ ହୃଦୟ...

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି।...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
Next Post Next post:
୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts