E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍‌ ଦେଲେ ବ୍ୟକ୍ତି; ବିଲ୍‌ ଦେଖି ଚକିତ ହେଲେ….
11:55 amJune 26, 2021June 27, 2021

ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ। କାରଣଟି ହେଲା ବ୍ୟକ୍ତିଜଣଙ୍କ ଏକ ରେଷ୍ଟୁରାଷ୍ଟରେ ଖାଇବାକୁ ଯାଇ ପ୍ରାୟ ୧୨ ଲକ୍ଷ ଟଙ୍କାର ଟିପ୍‌ ଦେଇଛନ୍ତି।

ଘଟଣାଟି ଆମେରିକାର ନ୍ୟୁ ହାମ୍ପସାୟାରର। ଏଠାରେ ଜଣେ ବ୍ୟକ୍ତି ଏକ ରେଷ୍ଟୁରାଣ୍ଟରେ ରାତ୍ରୀଭୋଜନ କରିବାକୁ ଯାଇଥିଲେ। ସେଠାରେ ସେ ଖାଦ୍ୟର ଅର୍ଡର ଦେଇଥିଲେ, ଯାହାର ବିଲ୍‌ ୩୭.୬୩ ଡଲାର ଆସିଥିଲା। ଏହା ଭାରତୀୟ ମୁଦ୍ରାରେ ପ୍ରାୟ ୨୮୦୦ ଟଙ୍କା ଅଟେ। ହେଲେ ଯେତେବେଳେ ଓ୍ବେଟର ବିଲ୍‌ ଆଣିଥିଲେ, ବ୍ୟକ୍ତିଜଣଙ୍କ ତାଙ୍କୁ ୧୬,୦୦୦ ଡଲାର ଟିପ୍‌ ଦେଇଥିଲେ। ଭାରତୀୟ ମୁଦ୍ରାରେ ଏହାର ପରିମାଣ ପ୍ରାୟ ୧୨ ଲକ୍ଷ ଟଙ୍କା ହେବ। ଓ୍ବେଟରଜଣଙ୍କ ତୁରନ୍ତ ବିଲ୍‌କୁ ଦେଖି ନ ଥିଲେ, କିନ୍ତୁ ଯେତେବେଳେ ଗ୍ରାହକଜଣଙ୍କୁ ତାଙ୍କୁ ସବୁ ଗୋଟିଏ ଜାଗାରେ ଖର୍ଚ୍ଚ ନ କରିବାକୁ କହିଥିଲେ, ସେତେବେଳେ ସେ ବିଲ୍‌କୁ ଭଲ ଭାବେ ଦେଖିଥିଲେ। ଏହା ଦେଖି କେବଳ ଯେ ଓ୍ବେଟର ତାହା ନୁହେଁ ରେଷ୍ଟୁରାଣ୍ଟ ମାଲିକ ମଧ୍ୟ ଚକିତ ହୋଇଯାଇଥିଲେ।

ପରେ ରେଷ୍ଟୁରାଣ୍ଟ ମାଲିକ ମାଇକେଲ ଜାରେଲା ଫେସବୁକ୍‌ରେ ଉକ୍ତ ବିଲ୍‌ର ଫଟୋ ଶେୟାର କରି ଗ୍ରାହକଙ୍କୁ ତାଙ୍କ ଉଦାରତା ପାଇଁ ଧନ୍ୟବାଦ ଜଣାଇଥିଲେ। ପ୍ରାରମ୍ଭରେ ସେ ଗ୍ରାହକ ଭୁଲରେ ଟଙ୍କା ଦେଇଥିବା କଥା ଭାବିଥିଲେ, ହେଲେ ତାଙ୍କୁ ପଚାରିବା ପରେ ସେ ଜାଣିକରି ଦେଇଥିବା କହିଥିଲେ। ସେ ଓ୍ବେଟରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଚାହୁଁଥିବା ଜଣାଇଥିଲେ। ଏବେ ଉକ୍ତ ବିଲ୍‌ଟି ବେଶ୍‌ ଭାଇରାଲ ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଆଜି ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ

ପ୍ରତି ବର୍ଷ ଜୁନ୍‌ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍‌ଡ ମ୍ୟୁଜିକ୍‌ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ...

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ

ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍‌ ବାଜିଉଠୁଥିଲା ତା’ପରେ ଆନାଉନ୍‌ସର କହୁଥିଲେ-ଏଥର ଶୁଣନ୍ତୁ...

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…

ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି।...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…
Next Post Next post:
ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts