E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ
9:41 pmJune 9, 2021

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍‌ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା ପରେ ଗୁରୁତର ହୋଇପଡ଼ିଥିବା ତହସିଲଦାର ନିୟାଜ ଅହମ୍ମଦ ଭଟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଅଫିମ ଚାଷ ନଷ୍ଟ କରି ଫେରୁଥିବା ନିୟାଜ ବୁଧବାର ଅପରାହ୍ନ ୧୧ଟା ବେଳେ ଏକ ଦୋକାନୀଙ୍କୁ ପାଣି ବୋତଲ ମାଗିଥିଲେ। ଦେଖିବାକୁ ପାଣି ଭଳି ବ୍ୟାଟେରି ଏସିଡ୍‌କୁ ଏକ ବୋତଲରେ ରଖିଥିଲେ ଦୋକାନୀ, ଯାହାକୁ ପାଣି ଭାବି ବିକି ଦେଇଥିଲେ। ପିଇବା ପରେ ଅସୁସ୍ଥ ହୋଇପଡ଼ିଥିଲେ ତହସିଲଦାର। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବା ଜଣେ ଅଧିକାରୀ କହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସେହି ଅଞ୍ଚଳର ବିଏମ୍‌ଓ ଗୁଲଜାର ଅହମ୍ମଦ ଦାର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାଜପା ଟାର୍ଗେଟରେ ମୁକୁଲ

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ

ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
Next Post Next post:
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts