E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବିଦ୍ୟୁତ୍‌ ବିଲ୍‌ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍‌କା
11:40 amJune 7, 2021

ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍‌ଙ୍କ ବିଦ୍ୟୁତ୍‌ ବିଲ୍‌ ୩୬ ଲକ୍ଷ ଟଙ୍କାରୁ ଅଧିକ ହୋଇଛି। ଏମ୍‌ପି ସେଣ୍ଟ୍ରାଲ ଡିସକମ ପକ୍ଷରୁ ଏହି ବିଲ୍‌ ମଞ୍ଜରଙ୍କୁ ପଠାଯାଇଛି। ବିଦ୍ୟୁତ୍‌ ବିଲ ଦେଖି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହା ପରେ ସେ ମଧ୍ୟପ୍ରଦେଶ ବିଦ୍ୟୁତ କମ୍ପାନୀ ସହିତ ଯୋଗାଯୋଗ କରିଥିଲେ। କମ୍ପାନୀ ଦ୍ୱାରା କୁହାଯାଇଛି ଯେ, ବିଲିଂ ସଫ୍ଟୱେର୍‌ରେ ଏକ ଭୁଲ ଅଛି, ଏହାକୁ ଶୀଘ୍ର ସଂଶୋଧନ କରାଯିବ। ମଞ୍ଜର ଭୋପାଳୀ କୋହେଫିଜା ଅଞ୍ଚଳରେ ରୁହନ୍ତି। ଯେତେବେଳେ ତାଙ୍କ ଘରକୁ ୩୬ ଲକ୍ଷ ୮୬ ହଜାର ୬୬୦ଟଙ୍କା ବିଦ୍ୟୁତ୍‌ ବିଲ ଆସିଲା ସେତେବେଳେ ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସର୍ବପ୍ରଥମେ, ସେ ରବିବାର ସକାଳେ ମୋବାଇଲରେ ଏକ ମେସେଜ ପାଇଥିଲେ। ବିଲ ଦାଖଲ କରିବାର ଶେଷ ତାରିଖ ଏଥିରେ ଜୁନ୨୧ ଭାବରେ ଲେଖାଯାଇଥିଲା। ଏହା ପରେ, ସେ ଡିସକମର ପୋର୍ଟାଲକୁ ଯାଇ ଦେୟ ରାଶି ଯାଞ୍ଚ କରିଥିଲେ, ତା’ପରେ ସେଠାରେ ମଧ୍ୟ ସମାନ ରାଶି ଦେଖାଯାଇଥିଲା। ଏହା ପରେ ସେ ଅଭିଯୋଗ କରିଥିଲେ।
୩୬ ଲକ୍ଷ ବିଦ୍ୟୁତ୍‌ ବିଲ ଆସିବା ପରେ ମଞ୍ଜର ଭୋପାଳୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଯେ, ୩୬ ଲକ୍ଷ ୮୬ ହଜାର ୬୬୦ଟଙ୍କା ବିଦ୍ୟୁତ୍‌ ବିଲ ମୋ ଘର ସରକାର ପଠାଇଛନ୍ତି । ମଧ୍ୟପ୍ରଦେଶ ଗଜବ। କଥାଗୁଡା ଅଜବ। ମୁଁ ତ ଏତିକି କହିବି, ଆପଣମାନେ ବଞ୍ଚନ୍ତୁ ହଜାର ବର୍ଷ, ଲୋକମାନେ ହୁଅନ୍ତୁ କାଙ୍ଗାଳ।

36.87.660 का मई महीने का बिजली का बिल मेरे घर का सरकार ने भेजा है
मध्य प्रदेश गज़ब है
बात कुछ अजब है
में तो ये ही कहूंगा
तुम जियो हज़ारों साल
की जनता हो जाए कंगाल@manzar_bhopali pic.twitter.com/7y1aFlSIpS

— Manzar Bhopali (@manzar_bhopali) June 6, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ

ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟେଣ୍ଟ କମ୍ୟୁନିଟି ହସ୍‌ପିଟାଲ ଲାଗି ଜମି ସର୍ଭେ
Next Post Next post:
୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts