E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ

ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ
9:59 pmJune 13, 2021

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର କ୍ଷେତ୍ର କମିଟିରେ କାର୍ଯ୍ୟ କରୁଥିଲେ। ମାଓବାଦୀଙ୍କ ଥଇଥାନ ପାଇଁ ଛତିଶଗଡ଼ ସରକାରଙ୍କ ପକ୍ଷରୁ ହୋଇଥିବା ଯୋଜନାରେ ଆକୃଷ୍ଟ ହୋଇ ଆତ୍ମସମର୍ପଣ କରିଥିବା କହିଛନ୍ତି ଏହି ମାଓବାଦୀ ଦମ୍ପତି। କୋରସା ଲାଚୁ ମାଓବାଦୀ ସଙ୍ଗଠନରେ ୨୦୦୨ରେ ଯୋଗ ଦେଇଥିଲେ। ସଡ଼କ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଟ୍ରାକ୍ଟର ପୋଡି, ନାଇମେଣ୍ଡ ବଜାରରେ ଆସିଷ୍ଟାଣ୍ଟ କନଷ୍ଟେବଳ ତେଲାମ ମାରୁମଙ୍କ ହତ୍ୟାରେ ସେ ସମ୍ପୃକ୍ତ ଥିଲେ। ଅନିତା ୨୦୦୩ରେ ମାଓବାଦୀ ସଙ୍ଗଠନରେ ଯୋଗଦେଇଥିଲେ। ତାଙ୍କୁ ଘୁମରାର ବାଲସାଙ୍ଗମ ପଦରେ ରଖାଯାଇଥିଲା। ଗ୍ରାମାଞ୍ଚଳରେ ମହିଳା ସଙ୍ଗଠନ କରିବା, ଯୁବତୀମାନଙ୍କୁ ମାଓବାଦୀ ସଙ୍ଗଠନକୁ ଆଣିବା ତାଙ୍କ ଦାୟିତ୍ୱ ଥିଲା। ସେ ବିଭିନ୍ନ ହିଂସାତ୍ମକ କାର୍ଯ୍ୟକଳାପରେ ଜଡିତ ଥିଲେ। ଆତ୍ମସମର୍ପଣ ପରେ ସେମାନଙ୍କୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରୋତ୍ସାହନ ସ୍ବରୂପ ପ୍ରଦାନ କରାଯାଇଥିବା ଏସ୍‌ପି କମଲ ଲୋଚନ କଶ୍ୟପ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All

ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ।...

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ...

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର...

ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍‌। ଏଭଳି ଏକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
Next Post Next post:
ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts