E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି
3:02 pmJune 3, 2021

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟ ଏବଂ ବନ୍ଧୁମାନେ ବର-କନ୍ୟା ମଜା କରିବାକୁ ଭୁଲନ୍ତି ନାହିଁ । ବରଣମାଳା ପକାଇବା ସମୟ ହେଉ କିମ୍ବା ମଣ୍ଡପରେ ବର ଏବଂ କନ୍ୟା ସାତ ଫେରା ନେବା ସମୟରେ ସାଙ୍ଗସାଥୀ ଥଟ୍ଟାମଜା କରିଥା’ନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସାତ ଫେରା ନେବାବେଳେ କନ୍ୟା ଧୀରେ ଧୀରେ ଚାଲୁଥବାରୁ ଘରର କିଛି ସଦସ୍ୟ କନ୍ୟାଙ୍କୁ ଠେଲି ଦେଇଥିଲେ। ଏହାପରେ ସେ ପଛକୁ ଚାହଁି ଜୋର୍‌ରେ ହସିବାକୁ ଲାଗିଥିଲେ। ଏହାଦେଖି ଉପସ୍ଥିତ ଥିବା ପରିବାର ସଦସ୍ୟମାନେ ମଧ୍ୟ ଜୋରରେ ହସିବାକୁ ଲାଗିଲେ। କିଛି ସେକେଣ୍ଡର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ପ୍ରିୟଙ୍କା ବାକୁଲ ନାମକ ଜଣେ ଇନଷ୍ଟାଗ୍ରାମ ୟୁଜର୍ସ ଶେୟାର କରିଛତି। ହଜାର ହଜାର ଲୋକ ଭିଡିଓକୁ ପସନ୍ଦ କରୁଥିବାବେଳେ ଏକ ଲକ୍ଷରୁ ଅଧିକ ଲୋକ ଏହାକୁ ଦେଖି ସାରିଲେଣି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

୧୦ ଜୁନ୍‌ରେ ସୂର୍ଯ୍ୟପରାଗ, ଜାଣନ୍ତୁ ଆପଣଙ୍କ ରାଶିର ଫଳାଫଳ …

ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଭାରତୀୟ ସମୟ ଅପରାହ୍ନ ୧ଟା ୪୨ ମିନିଟ୍‌ରୁ ସନ୍ଧ୍ୟା ୬ଟା ୪୧...

ବରଣମାଳା ପାଇଁ ଷ୍ଟେଜ୍‌ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…

ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍‌ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ...

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’

ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ନେହେରୁଙ୍କ ଚିଠି ଇନ୍ଦିରାଙ୍କ ପାଇଁ…

ବାପା, ନିଜର ଲହୁ ଲୁହକୁ ଏକ କରି ଗଢ଼ନ୍ତି ସନ୍ତାନର ଭବିଷ୍ୟତ। ତାଙ୍କ ଅନୁଶାସନ, ପଥନିଦର୍ଶନ ପାଇଁ ହିଁ ପିଲାମାନେ ପହଞ୍ଚତ୍ପାରନ୍ତି ଲକ୍ଷ୍ୟସ୍ଥଳରେ। ଭାରତର ଲୌହ...

ବିବାଦରେ ଭାଇରସ୍‌

ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ର ଜନ୍ମ ଯେପରି ରହସ୍ୟମୟ, ସେତିକି ବିସ୍ମୟକର । ପୁଣି ତାକୁ ନେଇ ଏବେ ଅସଂଖ୍ୟ ପ୍ରଶ୍ନବାଚୀ…...

କୁକୁଡ଼ା ଛୁୁଆକୁ ଦେଖି କୁକୁର ଛୁଆର ଏଭଳି ଅବସ୍ଥା

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
Next Post Next post:
ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts