ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଶତାଧିକ ଲୋକଙ୍କ ଉପସ୍ଥିତରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସେନା ତରଫରୁ ତୋପ ସଲାମୀ ଦିଆ ଯାଇଥିଲା । ରବିବାର ଶ୍ରୀନଗରଠାରେ କାର୍ଯ୍ୟରତ ଅବସ୍ଥାରେ ହୃଦଘାତରେ ସଞ୍ଜୟଙ୍କ ମୃତ୍ୟୁ ଘଟିଥିଲା ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.