E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍‌
11:12 pmJune 13, 2021

ଶିମଲା,୧୩।୬: ହିମାଚଳ ପ୍ରଦେଶରେ ପ୍ରବେଶ କରିବା ପାଇଁ ଆରଟି-ପିସିଆର ରିପୋର୍ଟ ଦରକାର ନାହିଁ। ଏହି ଘୋଷଣା ହେବା ପରେ ରାଜ୍ୟର ପ୍ରବେଶ ପଥରେ ସୃଷ୍ଟି ହୋଇଛି ଲମ୍ବା ଟ୍ରାଫିକ୍‌। ପାହାଡ଼ ଉପରେ ହଜାର ହଜାର ସଂଖ୍ୟାରେ କାର ଛିଡ଼ା ହୋଇଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି।

As Himachal Pradesh has now allowed entry without RT-PCR test report, this is hw the decision was welcomed…. pic.twitter.com/JVotyxSIlF

— Mohammad Ghazali (@ghazalimohammad) June 13, 2021

ହିମାଚଳ ପ୍ରଦେଶର ସୋଲାମ ଜିଲାର ଏଣ୍ଟ୍ରି ପଏଣ୍ଟରେ କାର ଓ ଏସ୍‌ୟୁଭି ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି। ଅନ୍ୟ ରାଜ୍ୟର ପର୍ଯ୍ୟଟକମାନଙ୍କ ପାଇଁ ଖୋଲି ଦିଆଯାଇଛି ସମସ୍ତ ପ୍ରବେଶ ପଥ। ତେବେ ପ୍ରବେଶ ପାଇଁ କୋଭିଡ୍‌ ଇ-ପାସ୍‌ ଏବେ ମଧ୍ୟ ଦରକାର।

ଗତ ୩୬ ଘଣ୍ଟା ମଧ୍ୟରେ ବାହାର ରାଜ୍ୟରୁ ଆସିଥିବା ୫ ହଜାର ପର୍ଯ୍ୟଟକଙ୍କ ଗାଡ଼ି ରାଜଧାନୀ ଶିମଲାରେ ପ୍ରବେଶ କରିଛି। ରାଜ୍ୟରେ କୋଭିଡ୍‌ କଟକଣାରେ କୋହଳ କରାଯାଇଥିଲେ ମଧ୍ୟ ସନ୍ଧ୍ୟା ୫ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ ବୋଲି ରାଜ୍ୟ ସରକାର ଶୁକ୍ରବାର ଘୋଷଣା କରିଥିଲେ। ତେବେ ଏହି ରାଜ୍ୟରେ ଦୈନିକ ସଂକ୍ରମଣ ହାର ୪୦୦ ତଳକୁ ରହୁଛି। ରବିବାର ୩୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ
Next Post Next post:
ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts