E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
4:46 pmJune 25, 2021

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି।

କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ କରାଯାଇଥିବା ବେଳେ ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୬ଟାଠାରୁ www.bseodisha.ac.in ଏବଂ www.bseodisha.nic.in ଓ୍ବେବ୍‌ସାଇଟ୍‌ରେ ସେମାନଙ୍କ ମାର୍କ ପାଇପାରିବେ। ସେହିଭଳି ଏସ୍‌ଏମ୍‌ଏସ୍‌ ଜରିଆରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଟ ପାଇପାରିବେ। ଏଥିପାଇଁ ସେମାନଙ୍କୁ ମୋବାଇଲ୍‌ରେ OR01 ଲେଖି ସ୍ପେଶ୍‌ ଦେବା ପରେ ରୋଲ ନଂ ଲେଖି ୫୬୭୬୭୫୦କୁ ଏସ୍‌ଏମ୍‌ଏସ୍‌ କରିବାକୁ ହେବ।

ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଚଳିତ ଥର ୫,୭୪,୧୨୫ ପିଲାଙ୍କର ମୂଲ୍ୟାଙ୍କନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫,୬୧,୦୧୦ଜଣ ପାସ କରିଛନ୍ତି। ୭୭୦୩ ଛାତ୍ରୀଛାତ୍ର ଫେଲ୍‌ ହୋଇଥିବା ବେଳେ ପରୀକ୍ଷାରେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିଭଳି ୨୨୫୬ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ପକ୍ଷରୁ ଦିଆଯାଇ ନ ଥିବା ମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍‌.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...

କୋଭିଡ୍‌ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ

ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍‌-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...

ଆଜି ମାଟ୍ରିକ ପରୀକ୍ଷାଫଳ

କଟକ ଅଫିସ,୨୫।୬: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ପ୍ରେସ୍‌ ବିବୃତି ମାଧ୍ୟମରେ ସୂଚନା...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ
Next Post Next post:
ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts