ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ। ପ୍ରତିଦିନ ୪ଟି ପିରିୟଡ୍ କରାଯିବ । ପ୍ରତି କ୍ଲାସର ବ୍ୟବଧାନ ୩୦ ମିନିଟ ରହିବ। ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ ସପ୍ତାହକୁ ୨୦ଟି ପିରିୟଡ ପାଠପଢ଼ା ହେବ। ଏଥିପାଇଁ ସମସ୍ତ ଜିଲା ଶିକ୍ଷାଧିକାରୀ ଏହି ପାଠପଢ଼ାର ଆନୁଷଙ୍ଗିକ ବ୍ୟବସ୍ଥା କରିବେ। କରୋନା ମହାମାରୀ ଯୋଗୁ ପିଲାଙ୍କ ପାଠପଢ଼ା ବ୍ୟାହତ ହେଉଥିବାରୁ ଅନ୍ଲାଇନ୍ ମାଧ୍ୟମରେ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଚେଷ୍ଟା ଚାଲିଛି ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...
ଠକିଲେ ୧.୪୦ କୋଟି, ମିଳିଲା ୧୨ ଲକ୍ଷ
ଭୁବନେଶ୍ୱର,୨।୬(ବ୍ୟୁରୋ):ରାଜ୍ୟରେ ଅନ୍ଲାଇନ କାରବାର ବୃଦ୍ଧି ପାଇଛି। ଏହାର ସୁଯୋଗ ନେଇ ସାଇବର ଠକମାନେ ଗତ ମେ ମାସରେ ରାଜ୍ୟରେ ୧କୋଟି ୪୦ ଲକ୍ଷ ଟଙ୍କା ଠକି...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ
ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...


