ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍‌ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ। ପ୍ରତିଦିନ ୪ଟି ପିରିୟଡ୍‌ କରାଯିବ । ପ୍ରତି କ୍ଲାସର ବ୍ୟବଧାନ ୩୦ ମିନିଟ ରହିବ। ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ ସପ୍ତାହକୁ ୨୦ଟି ପିରିୟଡ ପାଠପଢ଼ା ହେବ। ଏଥିପାଇଁ ସମସ୍ତ ଜିଲା ଶିକ୍ଷାଧିକାରୀ ଏହି ପାଠପଢ଼ାର ଆନୁଷଙ୍ଗିକ ବ୍ୟବସ୍ଥା କରିବେ। କରୋନା ମହାମାରୀ ଯୋଗୁ ପିଲାଙ୍କ ପାଠପଢ଼ା ବ୍ୟାହତ ହେଉଥିବାରୁ ଅନ୍‌ଲାଇନ୍‌ ମାଧ୍ୟମରେ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଚେଷ୍ଟା ଚାଲିଛି ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.