E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’
10:04 pmJune 23, 2021

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ ଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ଓ କଂଗ୍ରେସ ସହ ମେଣ୍ଟ କରିବୁ ନାହିଁ। ମେଣ୍ଟ ପାଇଁ ଏହି ଦୁଇ ଦଳ ଅନଫିଟ୍‌। ଏଭଳି ମନ୍ତବ୍ୟ ଦେଇଛନ୍ତି ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବ।

ଆଗାମୀ ନିର୍ବାଚନରେ ଭାଜପାର ପରାଜୟ ହେବ। କାରଣ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଉନ୍ନତିରେ ବାଧା ଦେବା ସହ ଦୁର୍ନୀତିକୁ ପ୍ରୋତ୍ସାହନ ଦେଇଛନ୍ତି। ପରିବର୍ତ୍ତନ ଚାହୁଁଛନ୍ତି ରାଜ୍ୟବାସୀ। ଯେଉଁମାନେ ଭାଜପାକୁ ହରାଇବାକୁ ଚାହୁଁଛନ୍ତି, ମୁଁ ସେମାନଙ୍କୁ ସପାକୁ ସାହାଯ୍ୟ କରିବାକୁ ଅନୁରୋଧ କରୁଛି ବୋଲି ଅଖିଲେଶ ଏକ ସାକ୍ଷାତ୍‌କାରରେ କହିଛନ୍ତି।

ତାଙ୍କ ମତରେ ରାଜ୍ୟରେ ଭାଜପାକୁ ହରାଇବା ଲାଗି କଂଗ୍ରେସ ଖୁବ୍‌ ଦ୍ରୁବଳ। ୨୦୧୭ ନିର୍ବାଚନରେ ଆମେ ସେମାନଙ୍କୁ ୧୦୦ ସିଟ୍‌ ଦେଇଥିଲୁ। କିନ୍ତୁ ଫଳାଫଳ ଆମ ସପକ୍ଷରେ ନ ଥିଲା। ରାଜ୍ୟବାସୀ କଂଗ୍ରେସକୁ ପ୍ରତ୍ୟାଖ୍ୟାନ କରିସାରିଛନ୍ତି। ତାଙ୍କ ଦଳ ୟୁପିର ୪୦୩ ଆଶନରୁ ୩୫୦ ସିଟ୍‌କୁ ଟାର୍ଗେଟ କରୁଛି ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ନିର୍ବାଚନରେ ଭାଜପା ୩୧୨ ଆଶନ ଜିତିଥିବାବେଳେ ସପା ଭାଗରେ ୪୭, ବିଏସ୍‌ପି ୧୯ ଓ କଂଗ୍ରେସ ୭ଟିରେ ବିଜୟୀ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ...

ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍‌ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…

ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା...

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...

ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା
Next Post Next post:
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts