E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…
6:06 pmJune 22, 2021

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼ କଥା ପଛର ରହସ୍ୟକୁ ଜାଣିବାକୁ ଚାହିଁ ରହିଥାନ୍ତି। ସେଭଳି ଏକ ଚର୍ଚ୍ଚିତ ଘଟଣା ହେଲା ଚାପୁଡ଼ା ମାରିବା। ଅନେକ କଳାକାର ସର୍ବସାଧାରଣରେ ଚାପୁଡ଼ା ଖାଇ ଗଣମାଧ୍ୟମର ଶିରୋନାମା ପାଲଟିଛନ୍ତି। ଆସନ୍ତୁ ସେମାନଙ୍କୁ ଜାଣିବା:

ଅଭିଷେକ ଅବସ୍ତି: ରାକ୍ଷୀ ସାଓ୍ବନ୍ତଙ୍କ ପ୍ରେମରେ ପଡ଼ିଥିଲେ ଅଭିଷେକ। ହେଲେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିଲା। ୨୦୧୧ ଭ୍ୟାଲେଣ୍ଟାଇନ୍‌ ଡେ ଅବସରରେ ଅଭିଷେକ ଉଭୟଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିଛି ପ୍ରମାଣିତ କରିବାକୁ ଚାହିଁଥିଲେ। ସେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଗୋଲାପ ଏବଂ କଣ୍ଢେଇ ନେଇ ରାକ୍ଷୀଙ୍କ ଘରେ ପହଞ୍ଚିଥିଲେ। ହେଲେ ଏହା ତାଙ୍କ ଉପରେ ଓଲଟା ପଡ଼ିଥିଲା। ରାକ୍ଷୀ କ୍ଷମା କରିବା ତ ଦୂରର କଥା ସମସ୍ତଙ୍କ ସମ୍ମୁଖରେ ତାଙ୍କୁ ଜୋରଦାର ଚାପୁଡ଼ା ମାରିଥିଲେ।

ଗୌହର ଖାନ: ମଡେଲ ତଥା ବିଗ୍‌ବସ ୭ ବିଜେତା ଗୌହର ଖାନଙ୍କୁ ଜଣେ ବ୍ୟକ୍ତି ଛୋଟ ପୋଷାକ ପିନ୍ଧିବାକୁ ନେଇ ଚାପୁଡ଼ା ମାରିଥିଲେ। ଗୌହର ସେତେବେଳେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ। ଏହି ସମୟରେ ଉକ୍ତ ଅଜଣା ବ୍ୟକ୍ତି ଗୌହରଙ୍କୁ ଚାପୁଡ଼ା ମାରିଥିଲେ। ଏହା ସେଠାରେ ଉପସ୍ଥିତ ଅନେକଙ୍କୁ ଚକିତ କରିଥିଲା।

କରନ ସିଂହ ଗ୍ରୋଭର:
ପୂର୍ବପତ୍ନୀ ଜେନିଫର ଓ୍ବିଙ୍ଗେଟଙ୍କଠାରୁ ଚାପୁଡ଼ା ଖାଇଛନ୍ତି କରନ। ଏବେ ବିପାଶାଙ୍କୁ ବିବାହ କରି ସୁଖୀ ଜୀବନ ଅତିବାହିତ କରୁଥିବା କରନ ଜେନିଫରଙ୍କୁ ପୂର୍ବେ ବିବାହ କରିଥିଲେ। ଏକ ସମୟରେ ଜେନିଫର କରନଙ୍କ ପ୍ରତାରଣା କଥା ଜାଣିବା ପରେ ଧାରାବାହିକର ସେଟ୍‌ରେ ଜୋରଦାର ଚାପୁଡ଼ା ମାରିଥିଲେ। କଥିତ ଭାବେ ତାଙ୍କ ସହ ଶୁଟିଂ କରିବେ ନାହିଁ ବୋଲି କହିଥିଲେ ମଧ୍ୟ।

ଅଭିନବ କୋହଲି:
ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ପୂର୍ବସ୍ବାମୀ ରାଜା ଚୌଧୁରୀ ତାଙ୍କ ସ୍ବାମୀ ଅଭିନବ କୋହଲିଙ୍କୁ ଥାନାରେ ପୋଲିସ ସମ୍ମୁଖରେ ଚାପୁଡ଼ା ମାରିଥିଲେ। ରାଜା ତାଙ୍କ ଘରେ ଝିଅ ପଲକଙ୍କୁ ଭେଟିବାକୁ ଯାଇଥିଲେ। ଏହି ସମୟରେ ଶ୍ୱେତା ବିଗ୍‌ ବସ ଘରେ ଥିଲେ। ଅଭିନବ ପଲକଙ୍କୁ ଖରାପ ବ୍ୟବହାର କରୁଥିବା ସେ ଦେଖିବାକୁ ପାଇଥିଲେ। ଏହାକୁ ନେଇ ଉଭୟଙ୍କ ବଚସା ହୋଇଥିଲା। ମାମଲା ଏତେ ବିଗିଡ଼ି ଯାଇଥିଲା ଯେ ଥାନାରେ ପହଞ୍ଚିଥିଲା। ସେଠାରେ ରାଜା ଅଭିନବଙ୍କୁ ଚାପୁଡ଼ା ମାରିଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍‌ଡାଉନ୍‌ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା...

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ...

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା...

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ...

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି
Next Post Next post:
ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts