E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ
9:59 amJune 7, 2021

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି ଡାଏନା ମାଉଣ୍ଟବାଟେନ-ଓ୍ବିଣ୍ଡସର। ରାଣୀଙ୍କ ଡାକନାମ ଅନୁଯାୟୀ ଝିଅର ପ୍ରଥମ ନାମ ଲିଲିବେଟ୍‌ ରଖାଯାଇଥିବା ପ୍ରିନ୍ସ ହ୍ୟାରି ଓ ମେଘାନଙ୍କ ମୁଖପାତ୍ର କହିଛନ୍ତି। ସେହିପରି ମଧ୍ୟମ ନାମ ହ୍ୟାରିଙ୍କ ମାଆଙ୍କ ସମ୍ମାନରେ ରଖାଯାଇଛି। ସୂଚନାଯୋଗ୍ୟ ବ୍ରିଟେନର ଏହି ରୟାଲ ଯୋଡ଼ି ରାଜକୀୟ କାର୍ଯ୍ୟରୁ ଦୂରେଇ ରହିବା ସହ ଗତ ମାର୍ଚ୍ଚରେ ଅପ୍ରାହ ଓ୍ବିନଫ୍ରେଙ୍କୁ ବିସ୍ଫୋରକ ଟିଭି ସାକ୍ଷାତକାର ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି

ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...

ଆତଙ୍କବାଦୀ ହାଫିଜ୍‌ ସୟିଦ୍‌ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ

ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର...

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର...

୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ

ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍‌ ପ୍ରଦେଶରେ ଥିବା ଏକ ଇସ୍‌ଲାମିକ୍‌ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆନ୍ଧ୍ର ଛୁଇଁଲା ମୌସୁମୀ
Next Post Next post:
ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts