ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା ଜଣାପଡ଼ିଛି। ଡୋମିନିକା ସହ ମେହୁଲଙ୍କ କୌଣସି ସମ୍ପର୍କ ନାହିଁ। କିନ୍ତୁ ଏହା ନିଶ୍ଚିତ କରାଯାଇପାରିବ ନାହିଁ ଯେ, ସେ ଏଠାରୁ ବି ପଳାୟନ କରିବେ ନାହିଁ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ସୋମବାର ପିଏନ୍ବି ଦୁର୍ନୀତି ମାମଲାର ପଳାତକ ମେହୁଲ ଚୋକସି ପୁଣି ଥରେ ହାଇକୋର୍ଟରେ ହାଜର ହେବେ। ତାଙ୍କ ବିରୋଧରେ ଡୋମିନିକାରେ ବେଆଇନ ଭାବେ ପ୍ରବେଶ କରିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ଅଭିଯୋଗକୁ ମେହୁଲ ଅସ୍ବୀକାର କରିବା ସହ ତାଙ୍କୁ ଅପହରଣ କରାଯାଇ ଜୋର ଜବରଦସ୍ତି ଏଠାକୁ ଅଣାଯାଇଥିବା ସେ ଦାବି କରିଛନ୍ତି।
Posted inଅନ୍ତର୍ଜାତୀୟ, ଜାତୀୟ View All
ଜେଲରେ ଜନ୍ ମେକେଫି ମୃତ
ମାଡ୍ରିଡ୍,୨୫।୬: ଆଣ୍ଟିଭାଇରସ୍ ଜଗତର ଜଣାଶୁଣା ନାମ ଜନ୍ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍ର ବାର୍ସିଲୋନାସ୍ଥିତ...
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...
ବଲିଉଡ୍ ଅଭିନେତାଙ୍କ ଘରୁ ଚୋରି
ମୁମ୍ବାଇ, ୧।୬: ବଲିଉଡ୍ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...
ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା
ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...
ମାଲ୍ୟା-ନୀରବ-ଚୋକ୍ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…
ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର...
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି...


