E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା
9:30 amJune 15, 2021

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ ଗୋଟିଏ ବର୍ଷରେ ୧୦୦ ଦିନର କାମ ଯୋଗାଇଦେବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକାରୀ ହେଉଛି। ତେବେ ଏହି ଯୋଜନାରେ ବ୍ରହ୍ମଗିରି ବ୍ଲକ ଅଧୀନ ଆମ୍ବପଡ଼ା ପଞ୍ଚାୟତ କାକୁଡ଼ିଗାଡ଼ିଆ ଗ୍ରାମର ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯିବା ପରିବର୍ତ୍ତେ ମେଶିନ ସାହାଯ୍ୟରେ କାମ କରାଯାଉଛି। ଗ୍ରାମ ଘେରିବନ୍ଧ ଉନ୍ନତୀକରଣ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୨୪୧୩୦୦୨୦୦୩/ ଆର୍‌ସି/ ୧୦୪୭୫୯୮୯ ରେ ଅନ୍ତର୍ଭୁକ୍ତ ହୋଇ କାର୍ଯ୍ୟାଦେଶ ମିଳିଛି। ଏପରି କି, ଏହି ଗ୍ରାମରେ ବହୁ ଶ୍ରମିକ ରହିଛନ୍ତି। ମାତ୍ର ସେମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯିବା ବଦଳରେ ଜେସିବି ଓ ଟ୍ରାକ୍ଟର ବ୍ୟବହାର କରି ମାଟି ଖୋଲା ପ୍ରଭୃତି କାର୍ଯ୍ୟ କରାଯାଉଛି। ପୁରୁଣା ବନ୍ଧରେ ନାମକୁ ମାତ୍ର କାମ କରି ବିଲ୍‌ ପ୍ରସ୍ତୁତ ସହ ଅର୍ଥ ଆତ୍ମସାତ ପାଇଁ ମସୁଧା ଚାଲିଥିବା ଗ୍ରାମର ପ୍ରଫୁଲ୍ଲ ସେଠୀ, ରବି ବେହେରା, ପଦ୍ମଚରଣ ସେଠୀ ପ୍ରମୁଖ ବିଡିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି କାର୍ଯ୍ୟର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି। ବିଡିଓ ଜ୍ୟୋତି ପ୍ରକାଶ ସେଠୀ କହିଛନ୍ତି, ଏ ସମ୍ପର୍କରେ ଅଭିଯୋଗ ହୋଇଛି। ଖୁବଶୀଘ୍ର ଏହାର ତଦନ୍ତ କରାଯାଇ ରିପୋର୍ଟକୁ ଦେଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ View All

ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...

ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା

ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍‌’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...

୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର

ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍‌ସିଏଲ୍‌ ସିଏସ୍‌ଆର୍‌ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ...

କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର

ସୋହେଲା,୨୦ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...

ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ

ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ
Next Post Next post:
ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍‌ଟାଲି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts