E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ
8:44 amJune 20, 2021

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ ଅନ୍ତିମ ବିଦାୟ ଦିଆଯାଇଥିଲା। ଏହି ଅବସରରେ ମିଲ୍‌ଖାଙ୍କ ପରିବାର ସଦସ୍ୟ ବ୍ୟତୀତ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ‘ଦି ଫ୍ଲାଇଂ ଶିଖ୍‌’ ଭାବେ ପରିଚିତ ମିଲ୍‌ଖା କୋଭିଡ୍‌ଜନିତ ଜଟିଳତା ପାଇଁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ରାତିରେ ତାଙ୍କର ଦେହାନ୍ତ ଘଟିଥିଲା। ତାଙ୍କ ପୁଅ ଜିଭ୍‌ ମିଲ୍‌ଖା ସିଂ ମୁଖାଗ୍ନି ଦେଇଥିଲେ। ପୋଲିସ ପକ୍ଷରୁ ବନ୍ଧୁକ ସଲାମି ଦିଆଯାଇଥିଲା। ଅନ୍ତ୍ୟେଷ୍ଟିକ୍ରିୟା ସମୟରେ ଉପସ୍ଥିତ ରହିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ପଞ୍ଜାବ ରାଜ୍ୟପାଳ ଓ ଚଣ୍ଡିଗଡ଼ ପ୍ରଶାସନର ଭି.ପି. ସିଂ ବାଡ୍‌ନୋର, ପଞ୍ଜାବ ଅର୍ଥମନ୍ତ୍ରୀ ମନପ୍ରୀତ ସିଂ ବାଦଲ, ହରିୟାଣା କ୍ରୀଡ଼ାମନ୍ତ୍ରୀ ସନ୍ଦୀପ ସିଂ ଅନ୍ୟତମ। ପିଜିଆଇଏମ୍‌ଇଆର୍‌ ହସ୍ପିଟାଲର ନିର୍ଦ୍ଦେଶକ ପ୍ରଫେସର ଜଗତ୍‌ ରାମ ମଧ୍ୟ ଉପସ୍ଥିତ ଥିଲେ, ଯେଉଁଠାରେ ମିଲ୍‌ଖା ଚିକିତ୍ସିତ ହେଉଥିଲେ। କିମ୍ବଦନ୍ତୀ ଆଥ୍‌ଲେଟଙ୍କୁ ସମ୍ମାନ ଜଣାଇ ପଞ୍ଜାବ ସରକାର ରାଜ୍ୟରେ ଶୋକ ଘୋଷଣା କରିବା ସହ ଗୋଟିଏ ଦିନ ଛୁଟି ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ମିଲ୍‌ଖାଙ୍କ ସ୍ତ୍ରୀ ତଥା ପୂର୍ବତନ ଜାତୀୟ ମହିଳା ଭଲିବଲ୍‌ ଅଧିନାୟିକା ନିର୍ମଳା କୌରଙ୍କର ମଧ୍ୟ କୋଭିଡ୍‌ଜନିତ ସମସ୍ୟା ଯୋଗୁ ଗତ ରବିବାର ମୃତ୍ୟୁ ଘଟିଛି। ଗଲ୍‌ଫ ଖେଳାଳି ଜିଭ୍‌ଙ୍କ ବ୍ୟତୀତ ମିଲ୍‌ଖାଙ୍କ ୩ ଝିଅ ରହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଓସାକା: ମାନସିକ ଅବସାଦ କାରଣରୁ ନିଷ୍ପତ୍ତି ନେଲେ

ପ୍ୟାରିସ୍‌,୨।୬(ଏପି): କ୍ରୀଡ଼ାରେ ମାନସିକ ଅବସାଦ ତଥା ଦୁଶ୍ଚିନ୍ତାର ପ୍ରଭାବ ରହିବା ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରୀଡ଼ାବିତ୍‌, କ୍ରିକେଟର ମାନସିକ ଅବସାଦ ପାଇଁ ଖେଳ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା

ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...

ଫ୍ରେଞ୍ଚ୍‌ ଓପନ ଟେନିସ: ଚତୁର୍ଥ ରାଉଣ୍ଡରେ ଜେଭରେଭ, ନିଶିକୋରି

ପ୍ୟାରିସ୍‌,୫।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶୁକ୍ରବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭରେଭ,...

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
Next Post Next post:
ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts