E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ
11:08 amJune 20, 2021

ଭୁବନେଶ୍ୱର,୨୦।୬: ମିଲ୍‌ଖାଙ୍କ ଓଡ଼ିଶା ଲିଙ୍ଗ୍‌ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍‌ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍‌ରେ ଦୌଡ଼ି ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୧୯୫୮ରେ ବାରବାଟୀରେ ଜାତୀୟ କ୍ରୀଡ଼ା ଆୟୋଜିତ ହୋଇଥିଲା। ଏଥିରେ ସେ ୧୦୦ ଓ ୨୦୦ ମିଟର ଇଭେଣ୍ଟରେ ଅଂଶଗ୍ରହଣ କରି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୦୦ ମିଟର ଫାଇନାଲରେ ସେ ୪୬.୨ ସେକେଣ୍ଡ ସମୟ ନେଇ ଏସୀୟ ରେକର୍ଡ ହାସଲ କରିଥିଲେ। ତେବେ ସେ ନିଜେ ତାଙ୍କ ପ୍ରଦର୍ଶନକୁ ବିଶ୍ୱାସ କରିପାରି ନ ଥିଲେ। ଏତେ କମ୍‌ ସମୟରେ ଦୌଡ଼ିବା କଥାକୁ ସେ ହଜମ କରିପାରି ନ ଥିଲେ। ତେଣୁ ସେ ଫିତା ନେଇ ପରଦିନ ବାରବାଟୀର ଟ୍ରାକ୍‌ ମାପିଥିଲେ। ଲେନ୍ଥ ଠିକ୍‌ ଅଛି ବୋଲି ସେ ହୃଦୟଙ୍ଗମ କରିଥିଲେ ଓ ସନ୍ତୋଷ ଲାଭ କରିଥିଲେ। ଏହାପରେ ସେ ୨୦୧୬ ଏକଲବ୍ୟ ପୁରସ୍କାର ପ୍ରଦାନ ଉତ୍ସବରେ ଯୋଗଦେବା ପାଇଁ ଓଡ଼ିଶା ଆସିଥିଲେ ଓ ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଆଥ୍‌ଲେଟଙ୍କ ଉନ୍ନତ ପ୍ରଦର୍ଶନ ପାଇଁ ବହୁମୂଲ୍ୟ ପରାମର୍ଶ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ...

ପୋଲାଣ୍ଡ ଓପନ୍‌: ଦହିୟାଙ୍କୁ ରୌପ୍ୟ

ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍‌ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍‌ରେ ଭାରତୀୟ ରେସ୍‌ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି...

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...

ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
Next Post Next post:
ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts