କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ କପୁର ଏବେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ଚିତ୍ର ଆଙ୍କିବା। ନିଜ ରୁମ୍ରେ ବସି ପ୍ରଥମେ ସେ କାହାକୁ ଚିତ୍ରର ରୂପ ଦେବେ ସେ ନେଇ ଭଲ ଭାବରେ ଚିନ୍ତା କରୁଛନ୍ତି। ତା’ପରେ ନିଜ କାମରେ ଲାଗିଯାଉଛନ୍ତି। କେବଳ ସେତିକି ନୁହେଁ, ନିଜେ ଆଙ୍କିଥିବା ଚିତ୍ରଗୁଡିକୁ ନିଜ ସୋସିଆଲ ମିଡିଆରେ ଶେୟାର କରିବାକୁ ଭୁଲୁ ନାହାନ୍ତି। ଏ ସମ୍ପର୍କରେ ଜାହ୍ନବୀ କହନ୍ତି, ‘ପେଣ୍ଟିଂ କରିବା ମୋର ପିଲାଟି ଦିନରୁ ଅଭ୍ୟାସ। ଏ ନେଇ ମୋ ମାମା ମୋତେ ବେଶ୍ ଉତ୍ସାହିତ କରିଥିଲେ। ଆଉ ଏବେ ବାବା ପେଣ୍ଟିଂ ଚାଲୁ ରଖିବାକୁ ମୋତେ ସବୁବେଳେ କହିଥାଆନ୍ତି। କୌଣସି ପ୍ରାକୃତିକ ଦୃଶ୍ୟ ଦେଖିଲେ ତାହାକୁ ଚିତ୍ରର ରୂପ ଦେବାକୁ ମୋ ମନରେ ଇଚ୍ଛା ହୁଏ। କରୋନା ପାଇଁ ଲକ୍ଡାଉନ ଚାଲିଛି, ତେଣୁ ଘରେ ହିଁ ରହିବାକୁ ପଡୁଛି। ତେଣୁ ପେଣ୍ଟିଂ ପ୍ରତି ଅଧିକ ଧ୍ୟାନ ଦେଉଛି।’
ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...
ଗର୍ଭବତୀ ଥିବା ଏହି ଅଭିନେତ୍ରୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ଜଣେ ଅଭିନେତା
ଫିଲ୍ମ ‘ବଧାଇ ହୋ’ ସହିତ ଦୀର୍ଘ ସମୟ ପରେ ସିନେମାକୁ ଫେରିଥିବା ନୀନା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ...
ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା
ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର...
ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
ବମ୍ବେ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ...
‘ଦ ଫାମିଲି ମ୍ୟାନ୍-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା
ବମ୍ବେ: ଆମାଜନ୍ ପ୍ରାଇମ୍ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍ ସିରିଜ୍ ‘ଦ ଫାମିଲି ମ୍ୟାନ୍’ର ଦ୍ୱିତୀୟ ସିଜିନ। ଏହି ସିଜିନ୍ରେ ପୁରୁଣା ଅଭିନେତାଙ୍କ ସହ ଅନେକ...
ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା
ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ...
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...


